ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ବୁଧବାର ପାଗ ଶୁଖିଲା ରହିବା ନେଇ ଆଞ୍ଚୂିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ । ଅପରାହ୍ନରେ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଉପକୂଳ ଓ ସଂଲଗ୍ନ ଜିଲାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ପାଗ ପ୍ରାୟତଃ ଖରାଟିଆ ରହିବା ନେଇ ପୂର୍ବାନୁମାନ କରାଯାଇଛି। ୧୦ ଓ ୧୧ ତାରିଖରେ ଆଂଶିକ ମେଘୁଆ ହୋଇପାରେ । ଉପକୂଳ ଓ ସଂଲଗ୍ନ ଜିଲାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri