ଆଜି ଭର୍ଚୁଆଲ ପ୍ରଚାର କରିବେ ନବୀନ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ତିର୍ତ୍ତୋଲ ଓ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏହି ଦୁଇ ନିର୍ବାଚନ ମଣ୍ଡଳୀରେ ପ୍ରଚାର କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି। ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତ ଜୋରଦାର ହେଉଛି। ଉଭୟ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ପ୍ରଚାର କରିବେ। ମିଳିଥିବା ସୂଚନା ଅନୁଯାୟୀ ମୁଖ୍ୟମନ୍ତ୍ରୀ ବୁଧବାର ତିର୍ତ୍ତୋଲ ବିଧାନସଭା ଏବଂ ୨୯ ତାରିଖରେ ବାଲେଶ୍ୱର ଉପନିର୍ବାଚନ ପାଇଁ ପ୍ରଚାର କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୨ରୁ ଯୁକ୍ତ ୨ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ବର,୨୦।୯(ବ୍ୟୁରୋ): ଯୁକ୍ତ ୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ...

ପଥରଶିଳ୍ପ: ଓଡ଼ିଆର ଜାତିଗତ ସମ୍ପଦ

ବାହାର ଲେଖକମାନେ ଶାସ୍ତ୍ରର ମୂଳ ରହସ୍ୟକୁ ଖୋଜି ନ ଥିଲାପରି ମନେହୁଏ। ଯିଏ ଖୋଜିଛନ୍ତି ସେ କିମ୍ଭୂତକିମାକାର ତର୍ଜମା କରି ଓଡ଼ିଆ ସାଂସ୍କୃତିକ ପରମ୍ପରାକୁ କତରା...

କାର୍ଯ୍ୟକ୍ଷମ ହେବ ଜୟପୁର ‘ସେବା ପେପର ମିଲ୍‌’: ମିଳିବ ସରକାରୀ ସହାୟତା

ଭୁବନେଶ୍ୱର,୮।୮(ବ୍ୟୁରୋ)- କୋରାପୁଟ ଜିଲାର ଜୟପୁର ନିକଟସ୍ଥ ସେବା ପେପର ମିଲ୍‌କୁ କାର୍ଯ୍ୟକ୍ଷମ କରାଯିବ। ଏ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଗୁରୁବାର ସଚିବାଳୟରେ ଅନୁଷ୍ଠିତ...

ନନ୍ଦନକାନନ: ଅନ୍‌ଲାଇନ ଟିକେଟ କଳାବଜାର

ବାରଙ୍ଗ,୮।୧(ଡି.ଏନ୍‌.ଏ.): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନଙ୍କୁ ଦୃଷ୍ଟିରେ ରଖି ନନ୍ଦନକାନନରେ ଶୁକ୍ରବାରଠାରୁ ପର୍ଯ୍ୟଟକମାନେ କେବଳ ଅନ୍‌ଲାଇନରେ ଟିକେଟ କରି ବୁଲିବାକୁ ଯାଇପାରିବେ ବୋଲି ଗୁରୁବାର ଘୋଷଣା...

ରେକର୍ଡ ଭାଙ୍ଗୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟରେ କରୋନା ନେଲା ଆଉ ୨୧ ମୁଣ୍ଡ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଶନିବାର ରାଜ୍ୟରେ କରୋନା ଆଉ ୨୧ ଜଣଙ୍କ ଜୀବନ ନେଇଛି।...

ଖୋର୍ଦ୍ଧାରେ ଜାରି ରହିପାରେ ଶଟ୍‌ଡାଉନ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ଆଉ ଗୋଟିଏ ଦିନ ରାଜ୍ୟରେ ଅଗଷ୍ଟ ମାସର କରୋନା ଗାଇଡ଼ଲାଇନ ଶେଷ ହେବ। ସେପ୍ଟେମ୍ବର ମାସରେ ରାଜ୍ୟ ସରକାର କ’ଣ ପଦକ୍ଷେପ ନେବେ ତାହା...

୮ରେ ଭାରତ ବନ୍ଦ:ସାମିଲ ହେବନି ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ

ଭୁବନେଶ୍ୱର, ୭ା୧(ବ୍ୟୁରୋ): ୧୨ ଦଫା ଦାବି ନେଇ ୧୦ଟି ଟ୍ରେଡ୍‌ ୟୁନିୟନ ପକ୍ଷରୁ ଆସନ୍ତା ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଏହି ଧର୍ମଘଟରେ...

ଓଏସ୍‌ଏଲ୍‌ ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୭।୯(ବ୍ୟୁରୋ): ପାରାଦୀପ ବନ୍ଦରରେ କନଭେୟର ବେଲ୍ଟ ମରାମତି ପାଇଁ ହୋଇଥିବା ଲାଞ୍ଚ କାରବାର ମାମଲାରେ ଗିରଫ ହୋଇ ଜେଲରେ ଥିବା ଶିଳ୍ପପତି ମହିମା ମିଶ୍ରଙ୍କ ସାନ...

Advertisement
Archives

Model This Week