କଟକ ସହରରୁ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨।୯-କଟକ ସହରରୁ ବୁଧବାର ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରାଣ୍ଟାଇନରୁ ୧୩୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୭୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ୧୫ ଜଣ କୋଭିଡ ଯୋଦ୍ଧା ଚିହ୍ନଟ ହୋଇଛନ୍ତି। ଏହାସହିତ ଏସ୍‌ସିବି ମେଡିକାଲ ଆଇସୋଲେଶନର୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଜଗତପୁରରୁ ୩, ନୟାବଜାରରୁ ୨, ସେକ୍ଟର-୮ ସିଡିଏରୁ୪, କଲେଜ ସ୍କୋୟାରରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା କଟକରେ ୩୨୮୩ ଜଣ ସୁସ୍ଥ ହୋଇଥିବାବେଳେ ୨୦୨୨ ଆକ୍ଟିଭ କେସ ରହିଛି। ୨୭ ଜଣ ଆକ୍ରାନ୍ତ ଏହି ମହାମାରୀରେ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ସକାଳୁଆ ସ୍କୁଲ୍‌ ଯିବେ ପିଲା

ଭୁବନେଶ୍ୱର,୨।୪(ବ୍ୟୁରୋ): ଆଜିଠାରୁ ଆରମ୍ଭ ହୋଇଛି ସକାଳୁଆ ପାଠପଢ଼ା। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା...

ଅର୍ଚ୍ଚନାଙ୍କ ବେଆଇନ ଅର୍ଥ କାରବାର ମାମଲା: ଆଜି ଚାର୍ଜଶିଟ୍‌ ଦାଖଲ କରିବ ଇଡି

ଭୁବନେଶ୍ୱର,୯।୧(ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଝାରପଡ଼ା ଜେଲରେ...

ଝାରସୁଗୁଡ଼ା ଉପନିର୍ବାଚନ: ମଇଦାନରେ ମଇଦାନରେ ଲଢ଼ିବେ ୯ ପ୍ରାର୍ଥୀ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ଥିଲା ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ତାରିଖ। ତେବେ ନାମାଙ୍କନ ପତ୍ର ଦାଖଲ କରିଥିବା ୧୦ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ...

୧୨ ଯୋଡ଼ା ଟ୍ରେନ୍‌ ଚଲାଇବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଜୁନ୍‌ ପହିଲାରୁ ଟ୍ରେନ୍‌ ଚଳାଚଳ ପାଇଁ ଅନୁମତି ମିଳିଥିବାବେଳେ ପୂର୍ବତଟ ରେଳପଥ ମୋଟ ୧୨ ଯୋଡ଼ା ଟ୍ରେନ୍‌ ଚଲାଇବାକୁ ନିଷ୍ପତ୍ତି ନେଇଛି। ଏଥିଲାଗି ଟ୍ରେନ୍‌ଗୁଡ଼ିକର...

ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ ପ୍ରବେଶ: ଚାଷୀ ଆତଙ୍କିତ

ବାଲିଆପାଳ,୨୨।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହେବା ଯୋଗୁ ତଳିଆ ଅଞ୍ଚଳର ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଅପରାହ୍ନ ୩ଟାରେ...

୩ ବର୍ଷ ପାଇଁ ଚାଷୀଙ୍କୁ ଶସ୍ୟବୀମା ମାଗଣା

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ଚାଷୀଙ୍କ ଶସ୍ୟବୀମା ଆସନ୍ତା ୩ ବର୍ଷ ପାଇଁ ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ସୋମବାର ସମବାୟ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା ବୈଠକରେ ବିଭାଗୀୟ...

‘ଲକ୍‌ଡାଉନ୍‌ ଲିରିକ୍ସ’ ପୁସ୍ତକ ଉନ୍ମୋଚନ

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଲକ୍‌ଡାଉନ୍‌ ଲିରିକ୍ସ’ ପୁସ୍ତକ ଉନ୍ମୋଚନ କରିଛନ୍ତି। ଶ୍ରୀମତୀ ସଂଯୁକ୍ତା ଦାଶଙ୍କ ଦ୍ୱାରା ଲିଖିତ ଏହି ପୁସ୍ତକରେ ପଦ୍ୟ ସଙ୍କଳନ ରହିଛି।...

ଚୌଦ୍ୱାର ପୌରପାଳିକାରେ ପଞ୍ଜୀକରଣ କଲେ ୩୭୪ ପ୍ରବାସୀ

ଚୌଦ୍ୱାର,୪ା୫(ଡି.ଏନ୍‌.ଏ.): ରାଜ୍ୟ ବାହାରେ ରହୁଥିବା ଚୌଦ୍ୱାର ଅଞ୍ଚଳର ୩୭୪ ଜଣ ପ୍ରବାସୀ ଓଡ଼ିଆ ଚୌଦ୍ୱାର ଫେରିବା ପାଇଁ ପୌରପାଳିକାରେ ନିଜନାମ ପଞ୍ଜିକୃତ କରିଛନ୍ତି। ଚୌଦ୍ୱାର ପୌର...

Advertisement
Archives

Model This Week