ଆଜି ଯୁକ୍ତ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର,୫।୯(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ପରୀକ୍ଷା ଫଳ ଆଜି  ପ୍ରକାଶ ପାଇବ। ଏଥିସହିତ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ବାହାରିବ ବୋଲି ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଅପରାହ୍ନ ୪ଟାରେ ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ଫଳ ଘୋଷଣା କରାଯିବ। ଏହାପରେ ଛାତ୍ରୀଛାତ୍ରମାନେ www.orissaresults.in ଓ୍ବେବ୍‌ସାଇଟ୍‌ରେ ରୋଲ୍‌ ନମ୍ବର ଓ ଆବଶ୍ୟକ ତଥ୍ୟ ଦେଇ ପରୀକ୍ଷା ଫଳ ଜାଣିପାରିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଚଳିତବର୍ଷ ଯୁକ୍ତ୨ କଳାରେ ୨ ଲକ୍ଷ ୨୫ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ଧନ୍ଦାମୂଳକରେ ୭,୭୫୦ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ଏହାପୂର୍ବରୁ ଅଗଷ୍ଟ ୧୨ରେ ଯୁକ୍ତ୨ ବିଜ୍ଞାନ ଓ ୧୯ରେ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?