ଶ୍ରୀଜୀଉଙ୍କ ବନକଲାଗି ନୀତି; ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୨୭।୧୦: ଦୀର୍ଘଦିନର ବ୍ୟବଧାନ ପରେ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ସେବା । ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନରେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିବେ। ଏହା ପାରମ୍ପରିକ ନୀତିରେ ଅନୁଷ୍ଠିତ ହେବ । ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କର୍ପୂର, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ମୁଖ ଶୃଙ୍ଗାର କରାଯାଇଥାଏ । ଏହି ଶୃଙ୍ଗାରକୁ ବନକଲାଗି ନୀତି କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri