Posted inଖେଳ

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଆଜି ଖେଳାଯିବ ପ୍ରଥମ ଟି-୨୦ ମ୍ୟାଚ୍‌: ଜାଣନ୍ତୁ କେବେ ଆଉ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍‌ ଶୁକ୍ରବାର ଖେଳାଯିବ। ଦିନିକିଆ ସିରିଜକୁ ୨-୧ରେ ଜିତିଥିବା ଅଷ୍ଟ୍ରେଲିଆ ଦଳକୁ ଶେଷ ମ୍ୟାଚ୍‌ରେ ପରାସ୍ତ କରିଥିଲା ଭାରତ। ଏଣୁ ଖେଳାଳିମାନେ ଆତ୍ମବିଶ୍ୱାସ ସହକାରେ ମ୍ୟାଚ୍‌ ଖେଳିପାରନ୍ତି ବୋଲି ପ୍ରଶଂସକ ଆଶା ରଖିଛନ୍ତି। ଏହାଛଡ଼ା ନିକଟରେ ଆଇପିଏଲ୍‌ ଶେଷ ହୋଇଛି। ଭାରତୀୟ ଟିମ୍‌ର ଅଧିକାଂଶ ଖେଳାଳି ଏଥିରେ ଭଲ ପ୍ରଦର୍ଶନ କରିଥିଲେ। ଏଣୁ ଆଜିର ମ୍ୟାଚ୍‌ ବେଶ୍‌ ରୋମାଞ୍ଚକର ହୋଇପାରେ। ତେବେ ଆସନ୍ତୁ ଜାଣିବା କେତେବେଳେ ଏବଂ କେଉଁଠି ଏହି ମ୍ୟାଚ୍‌କୁ ଦେଖିପାରିବେ..

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍‌ କାନବେରାର ମନୁକା ଓଭାଲ ପଡ଼ିଆରେ ଖେଳାଯିବ।

-ଉଭୟ ଟିମ୍‌ ମଧ୍ୟରେ ଏହି ମ୍ୟାଚ୍‌ ଭାରତୀୟ ସମୟ ଅନୁସାରେ ୧ଟା ୪୦ ମିନିଟରେ ଖେଳାଯିବ।

-ଶୁକ୍ରବାର ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ସୋନି ଟେନ୍‌ର ବିଭିନ୍ନ ଚ୍ୟାନେଲରେ ଦେଖିପାରିବେ। ସୋନି ସିକ୍ସ, ସୋନି ଟେନ୍‌-୧ ଏବଂ ସୋନି ଟେନ୍‌-୩ରେ ଏହାକୁ ଦେଖିପାରିବେ। ଏହାଛଡ଼ା ଅନ୍‌ଲାଇନ୍‌ରେ ମଧ୍ୟ ସମସ୍ତ ଅପ୍‌ଡେଟ୍‌ ଆପଣ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଆରେ ହେବ ଆଇଏସ୍‌ଏଲ୍‌-୭

ନୂଆଦିଲ୍ଲୀ, ୧୭।୮(ପି.ଟି.)- ଇଣ୍ଡିଆନ ସୁପରଲିଗ୍‌(ଆଇଏସ୍‌ଏଲ୍‌)ର ସପ୍ତମ ସଂସ୍କରଣ ଗୋଆର ୩ଟି ଭେନ୍ୟୁରେ ଅନୁଷ୍ଠିତ ହେବ। କରୋନା ଭାଇରସ ଜନିତ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ଦୃଷ୍ଟିରେ ରଖାଯାଇ...

ପ୍ରଥମ ଟେଷ୍ଟ: ୪୩୧ ରନ୍‌ରେ ଦକ୍ଷିଣ ଆଫ୍ରିକା ଅଲ୍‌ଆଉଟ୍‌; ଦ୍ୱିତୀୟ ଇନିଂସରେ ଭାରତ ୧୦୨/୧

ବିଶାଖାପାଟଣା,୫।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମୁକାବିଲା ସ୍ଥାନୀୟ ଏସିଏ-ବିଡିସିଏ ଷ୍ଟାଡିଏମ୍‌ରେ ଖେଳାଯାଉଛି। ଭାରତ...

ବଲ ଅଟକାଇ ରନଆଉଟ୍‌ ହୋଇଥିଲେ ମହାନ ବ୍ୟାଟ୍ସମ୍ୟାନ

କ୍ରିକେଟରେ ଜଣେ ବ୍ୟାଟ୍ସମ୍ୟାନ ରନ୍‌ଆଉଟ୍‌ କେଉଁଭଳି ହୁଏ, ତାହା କ୍ରିକେଟ ପ୍ରଶଂସକଙ୍କୁ ଭଲ ସେ ଜଣା। କିନ୍ତୁ ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ମହାନ ବ୍ୟାଟ୍ସମ୍ୟାନ...

ସ୍ବିତୋଲିନାଙ୍କୁ ଚକ୍‌ମା ଦେଲେ ଆନିସିମୋଭା

ଦୋହା, ୨୫।୨ (ଏଏଫ୍‌ପି)- ଏଠାରେ ଚାଲିଥିବା ଦୋହା ଡବ୍ଲ୍ୟୁଟିଏ ଓପନ୍‌ ଟେନିସ ପ୍ରତିଯୋଗିତାର ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ରେ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବିଶ୍ୱ ମାନ୍ୟତାର...

ପଦବୀ ଉଚ୍ଛେଦ କରିବ ଆଇଟା

ନୂଆଦିଲ୍ଲୀ, ୧୮ା୪ (ପି.ଟି.)-କ୍ରୀଡ଼ା ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ସର୍ବଭାରତୀୟ ଟେନିସ ଆସୋସିଏଶନ (ଆଇଟା) କେତୋଟି ପଦବୀ ଉଚ୍ଛେଦ କରିବାକୁ ରାଜି ହୋଇଛି। ଏହି ଅବେଅତନିକ ପଦବୀଗୁଡ଼ିକ ହେଲା...

ଟୋମିକ୍‌ଙ୍କୁ ପୁରସ୍କାର ରାଶି ମିଳିବ ନାହିଁ

ଲଣ୍ଡନ, ୪ା୭ (ଏଏଫ୍‌ପି)-ଅଷ୍ଟ୍ରେଲୀୟ ଟେନିସ୍‌ ଖେଳାଳି ବର୍ନାଡ ଟୋମିକ୍‌ ତାଙ୍କ ଓ୍ବିମ୍ବେଲଡନ ପୁରସ୍କାର ରାଶି ହରାଇବେ। ମଙ୍ଗଳବାର ଫ୍ରାନ୍ସର ଜୋ ଓ୍ବିଲ୍‌ଫ୍ରେଡ୍‌ ସୋଙ୍ଗାଙ୍କ ବିପକ୍ଷ ପ୍ରଥମ...

୬୦ ବର୍ଷରୁ କମ୍‌, ୨ ବର୍ଷର ଅଭିଜ୍ଞତା ଥିଲେ ହୋଇପାରିବ କୋଚ୍‌

ନୂଆଦିଲ୍ଲୀ, ୧୬।୭ (ପି.ଟି.)- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକଙ୍କ ସମେତ ସପୋର୍ଟ ଷ୍ଟାଫ୍‌ ଲାଗି ମଙ୍ଗଳବାର ବିଧିବଦ୍ଧ ଭାବେ...

ଆଇସିସି ବୋର୍ଡ ବୈଠକରେ ଯୋଗଦେବେ ଜୟ ଶାହା

ନୂଆଦିଲ୍ଲୀ, ୧୧ା୧ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ମୃଦୁ ହୃଦ୍‌ଘାତ ପରେ ଡାକ୍ତରଖାନାରୁ ସୁସ୍ଥ ହୋଇ ଫେରିଛନ୍ତି। ଫଳରେ...

Advertisement

BGU

Archives

Model This Week

Why Dharitri