ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।

ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।

ମିଥୁନ : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।

କର୍କଟ : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।

ସିଂହ : ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।

କନ୍ୟା : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।

ତୁଳା: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।

ବିଛା: ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।

ଧନୁ : ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।

ମକର : ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।

କୁମ୍ଭ: ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।

ମୀନ : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?