ଆଜି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌: ୬ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର, ୧୩ା୧୧(ସୁନିତ୍‌ ମିଶ୍ର):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନ ୪ଟା ସମୟରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ସୂତ୍ରରୁ ଜଣାପଡ଼ିଛି। ତେବେ ନିର୍ଦ୍ଦିଷ୍ଟ ଭାବେ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ ସେନେଇ କିଛି ସ୍ପଷ୍ଟ ଜଣାପଡ଼ି ନାହିଁ। ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ବସିବାକୁ ଥିବା ଏହି କ୍ୟାବିନେଟ୍‌ରେ କେତେକ ପ୍ରସ୍ତାବ ପାରିତହୋଇ ତାହା ବିଧାନସଭାରେ ଆଗତ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …

ଭୁବନେଶ୍ୱର,୨୧।୨: କିସ୍‌ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri