ଆଜି ପୌର ଉପାଧ୍ୟକ୍ଷ ନିର୍ବାଚନ; ସକାଳ ୧୦ରୁ ହେବ ନାମାଙ୍କନ ଦାଖଲ

ଭୁବନେଶ୍ୱର,୭।୪(ବ୍ୟୁରୋ): ୧୦୫ଟି ପୌରାଞ୍ଚଳରେ ଉପାଧ୍ୟକ୍ଷ ପଦ ପାଇଁ ଗୁରୁବାର ନିର୍ବାଚନ ହେବ। ଏଥିସହିତ କଟକ ମହାନଗର ନିଗମର ଡେପୁଟି ମେୟର ପଦ ପାଇଁ ମଧ୍ୟ ଭୋଟ ହେବ। ୧୦୫ ପୌରାଞ୍ଚଳରେ ୫୮ଟି ଏନଏସି ଓ ୪୭ଟି ମ୍ୟୁନିସିପାଲିଟି ଥିବା ବେଳେ ସକାଳ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ଦାଖଲ ପ୍ରକ୍ରିୟା ହେବ। ୧୧ଟାରୁ ୧୨ଟା ମଧ୍ୟରେ ନାମାଙ୍କନ ଯାଞ୍ଚ ଓ ୧ଟା ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହାର ପ୍ରକ୍ରିୟା ଚାଲିବ। ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ଭୋଟଦାନ ହେବ। ତେବେ ଦଳବଦଳ ନିରୋଧ ଆଇନ ଲାଗୁ ହୋଇଥିବାରୁ ଭୋଟ ବେଳେ ଦଳୀୟ କାଉନସିଲର ଓ କର୍ପୋରେଟରମାନେ ଏଜେଣ୍ଟମାନଙ୍କୁ ନିଜ ଭୋଟ ଦେଖାଇବେ।

ପ୍ରକାଶ ଯେ, ଉଭୟ ପଞ୍ଚାୟତ ଏବଂ ପୌର ନିର୍ବାଚନରେ ଆଶାତୀତ ସଫଳତା ପରେ ପୌରାଞ୍ଚଳରେ ଉପାଧ୍ୟକ୍ଷ ପଦ ଦଖଲ କରିବାକୁ ବିଜେଡି ଲକ୍ଷ୍ୟ ରଖିଛି। ରାଜ୍ୟର ୧୫ଟି ପୌର ପରିଷଦରେ ଦଳର ସଂଖ୍ୟା ଗରିଷ୍ଠତା ନାହିଁ। ତଥାପି ଉପାଧ୍ୟକ୍ଷ ପଦ ହାତେଇବାକୁ ବିଜେଡିକଳ ବଳ କୌଶଳ ଲଗାଇ ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri