ଓଡ଼ିଶା: ଆଜିର ଫଟୋ ( ନଭେମ୍ବର ୧୬, ୨୦୨୨)

ଭୁବନେଶ୍ୱରସ୍ଥିତ କେଶରୀ ହୋଟେଲରେ ଓଡିଶା କାର୍ଯ୍ୟରତ ସାମ୍ବାଦିକ ସଂଘ ପକ୍ଷରୁ ୫୭ତମ ଜାତୀୟ ପ୍ରେସ ଦିବସ ପାଳନ

 

ଓଡ଼ିଶା ସାମ୍ବାଦିକ ସଂଘ ପକ୍ଷରୁ ଭୁବନେଶ୍ୱର ପିଏମଜିରେ ଧାରଣା

 

ଜାତୀୟ ପ୍ରେସ ଦିବସ ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ସୂଚନା ଭବନରେ ଆୟୋଜିତ ଖବର କାଗଜ ପ୍ରଦର୍ଶନୀ

 

ଭୁବନେଶ୍ୱରସ୍ଥିତ ସୂଚନା ଭବନରେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ଼ ପକ୍ଷରୁ ଜାତୀୟ ପ୍ରେସ ଦିବସ ୨୦୨୨ ଆୟୋଜିତ

 

ଭୁବନେଶ୍ୱର ପିଏମଜି ଛକରେ ଓଡିଶା ରାଜ୍ୟ ଅନସୂଚିତ ଜାତି/ଉପଜାତି ଶିକ୍ଷକ କଲ୍ୟାଣ ମହାସଂଘ ପକ୍ଷରୁ ଧାରଣା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ସିନେ କ୍ରିଟିକ୍ସ ଆସୋସିଏସନ୍ ପକ୍ଷରୁ ‘ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ’ କାର୍ଯ୍ୟକ୍ରମ     📲 Follow Dharitri – Odisha’s No.1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri