ଓଡ଼ିଶା: ଆଜିର ଫଟୋ (ମେ ୨୬, ୨୦୨୩ )

 କଟକ ଗଡ଼ଗଡ଼େଶ୍ୱର ମନ୍ଦିର ପ୍ରାଙ୍ଗଣରେ ‘ତୂଳୀରେ ବିବଶ ମହାନଦୀ’ ଚିତ୍ରକଳା ଶିବିର

 

 କଟକ ଜଗତପୁର ମହାନଦୀ ବ୍ୟାରେଜ ଠାରେ କ୍ଷେତ୍ର ପରିଦର୍ଶନ କଲେ ମହାନଦୀ ଟ୍ରିବ୍ୟୁନାଲ ଟିମ

ମହାନଦୀ ଟ୍ରିବ୍ୟୁନାଲ ଟିମ କ୍ଷେତ୍ର ପରିଦର୍ଶନ କରୁଥିବା ସମୟରେ କଟକ ଜଗତପୁର ମହାନଦୀ ବ୍ୟାରେଜରେ ଉପୁଜିଥିବା ଟ୍ରାଫିକ ସମସ୍ୟା

କଟକ ସ୍ଥିତ ରେଭେନଶା ବିଶ୍ୱବିଦ୍ୟାଳୟର Seven Pillers of Wisdom ସଭାଗୃହରେ ୧୨ଦଶ ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ଓ ଅନ୍ୟାନ୍ୟ ଅତିଥିମାନେ ଯୋଗ ଦେଇଛନ୍ତି

ରେଭେନଶା ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ପ୍ରଣବ କିଶୋର ପଟ୍ଟନାୟକଙ୍କୁ Doctor of Literature ଉପାଧି ପ୍ରଦାନ କରୁଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ

ରେଭେନଶା ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ପ୍ରଭାତ କୁମାର ମିଶ୍ରଙ୍କୁ Doctor of Science ଉପାଧି ପ୍ରଦାନ କରୁଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ

ରେଭେନଶା ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ଦେବଦାସ ଛୋଟରାୟଙ୍କୁ Doctor of Literature ଉପାଧି ପ୍ରଦାନ କରୁଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ

ରେଭେନଶା ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ବିଦ୍ୟୁତ କୁମାର ଦାସଙ୍କୁ Doctor of Science ଉପାଧି ପ୍ରଦାନ କରୁଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

ଭୁବନେଶ୍ୱର ଲିଙ୍ଗରାଜ ମହୋତ୍ସବ ଶେଷ ସନ୍ଧ୍ୟାରେ ଆୟୋଜିତ ନୃତ୍ୟ       ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ନିକଟ ରଥଖଳାରେ ପହଞ୍ଚିଲା ରୁକୁଣା ରଥ    …

ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଆୟୋଜିତ ଶ୍ରୀ ଲିଙ୍ଗରାଜ ମହୋତ୍ସବର ଚତୁର୍ଥ ସନ୍ଧ୍ୟାର କାର୍ଯ୍ୟକ୍ରମ     କଟକ ବାଲି ଯାତ୍ରା ଉପର ପଡ଼ିଆରେ ଚାଲିଥିବା କଟକ…

ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

ଏକମ୍ର ସାଂସ୍କୃତିକ ପ୍ରକାଶନୀ ଶ୍ରୀ ଲିଙ୍ଗରାଜ ମହୋତ୍ସବ ୨୦୨୬ ରେ ଉପସ୍ଥିତ ମଞ୍ଚାସୀନ ଅତିଥିମାନେ

ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

ପୁରୀ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଚିରଟ ଅନୁକୂଳ   ପବିତ୍ର ରାମ ନବମୀରେ ଭୁବନେଶ୍ଵର ରାମ ମନ୍ଦିରରେ ଧାଡି ବାନ୍ଧି ଦର୍ଶନ କରୁଛନ୍ତି ଭକ୍ତ…

ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

ଭୁବନେଶ୍ୱରରେ ପ୍ରଭୁ ଲିଙ୍ଗରାଜଙ୍କର ରୁକୁଣା ରଥଯାତ୍ରା       ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ଏବଂ ଜଳବନ୍ଦୀ       👉 Follow Dharitri…

ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇଣ୍ଡୋର ଏଥ୍ଲେଟିକ୍ସ ଚ୍ୟାମ୍ପିୟନଶିପର ଅନ୍ତିମ ଦିନରେ ଉତ୍ସାହର ଚୂଡ଼ାନ୍ତ ପର୍ଯ୍ୟାୟ

ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇଣ୍ଡୋର ଆଥଲେଟିକ୍ସ ଚାମ୍ପିଅନସିପ ଉଦଘାଟିତ       କଟକର ବିଭିନ୍ନ ପୂଜା ମଣ୍ଡପରେ ବାସନ୍ତୀ ଦୁର୍ଗା ମହା ସପ୍ତମୀ…

ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

ବିଧାନସଭାରେ ବିରୋଧୀଙ୍କ ପ୍ଲାକାର୍ଡ ଧରି ବିକ୍ଷୋଭ।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri