ଓଡ଼ିଶା: ଆଜିର ଫଟୋ (ଅକ୍ଟୋବର ୨୮, ୨୦୨୨)

ଧଉଳିର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ବୌଦ୍ଧ ସନ୍ୟାସିମାନେ ପୂଜା କରୁଛନ୍ତି

 

ଭୁବନେଶ୍ୱର ରବୀନ୍ଦ୍ରମଣ୍ଡପରେ ୧୬ତମ ଗୁରୁ ଦେବିପ୍ରସାଦ ଆୱାର୍ଡ ଫେଷ୍ଟିଭାଲ ଅବସରରେ ପରିବେଷିତ ଓଡିଶୀ ନୃତ୍ୟ

 

ଭୁବନେଶ୍ୱର ପିଏମଜିରେ ଓଡ଼ିଶା କଳା ଓ କ୍ରୀଡ଼ା ଶିକ୍ଷକ ସଂଘ, ସ୍ଥାୟୀ ନିଯୁକ୍ତି ଦାବିରେ ବିକ୍ଷୋଭ ପଦର୍ଶନ କରୁଛନ୍ତି

 

କଟକରେ ମା କାଳୀଙ୍କ ମେଢ ଭସାଣି ଶୋଭାଯାତ୍ରା

 

ଭୁବନେଶ୍ୱର ପଦର୍ଶନୀ ପଡିଆରେ ୨୫ତମ କଳିଙ୍ଗ ପୁସ୍ତକ ମେଳାର ଉଦଘାଟନୀ ଉତ୍ସବରେ ଅତିଥି ଓ ଦର୍ଶକମାନେ ଷ୍ଟଲ ବୁଲି ଦେଖୁଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

କଟକ ରାଣୀହାଟ ପୂଜା ମଣ୍ଡପରେ ମା ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ଗଢ଼ୁଥିବା ଶିଳ୍ପୀ     କଟକ ଅନ୍ନପୂର୍ଣ୍ଣା ଥିଏଟରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?