ଓଡ଼ିଶା: ଆଜିର ଫଟୋ (ଜାନୁୟାରୀ ୪, ୨୦୨୪ )

କଟକ ସହରସ୍ଥିତ କଳା ବିକାଶ କେନ୍ଦ୍ର ଅଡିଟୋରିଅମରେ ଅନୁଷ୍ଠିତ ୧୫ତମ କଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ଶିଶୁ ଶିଳ୍ପୀଙ୍କ ଦ୍ୱାରା ପରିବେଷିତ ଓଡିଶୀ ନୃତ୍ୟ

  ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିଅମରେ ଚାଲିଥିବା ଜିମ୍ନାଷ୍ଟିକ୍ସ ନାଶନାଲ ଚାମ୍ପିଅନଶିପର ଉଦଯାପନୀ ଦିବସ

ଭୁବନେଶ୍ୱର ୟୁନିଟ-୯ ଅଞ୍ଚଳରେ ଆମ୍ବ ଗଛରେ ବଉଳ ଆସି ଆମ୍ବ ଫଳିଲାଣି

ବିଶ୍ୱ ବ୍ରେଲି ଦିବସ ପାଳନ ଅବସରରେ ଭୁବନେଶ୍ୱର ସ୍ଥିତ ଭାରତୀୟ ବିଦ୍ୟା ଭବନରେ ବ୍ରେଲି କିଟ ବଣ୍ଟନ

ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସର ରେ ସପ୍ତମ ରାଜ୍ୟ ସ୍ତରୀୟ ଦକ୍ଷିଣ ଓଡିଶା ନାଟକ ମହୋତ୍ସବର ଦ୍ଵିତୀୟ ରଜନୀରେ ଭୁବନେଶ୍ବରର ପ୍ରତିଭା ନାଟ୍ୟ ପରିଷଦ ପକ୍ଷରୁ ‘ଅସ୍ତରାଗର ରଙ୍ଗ’ ନାଟକ ପରିବେଷଣ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?