ଓଡ଼ିଶା: ଆଜିର ଫଟୋ (ସେପ୍ଟେମ୍ବର ୧୦, ୨୦୨୨)

   ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ FIFA under -17 Women’s World Cup 2022 ର ଲୋଗୋ ଉନ୍ମୋଚନ କରୁଛନ୍ତି

 

ଭୁବନେଶ୍ୱର ସ୍ଥିତ ସୂଚନାଭବନରେ ଭାରତୀୟ ଶିକ୍ଷା ଗବେଷଣା ପ୍ରତିଷ୍ଠାନ (ଓଡ଼ିଶା)ର୧୪ତମ ସ୍ଵନକ୍ଷତ୍ର ଉତ୍ସବ ସମାରୋହରେ ଚିତ୍ରାଙ୍କନ କରୁଛନ୍ତି ଛାତ୍ରୀଛାତ୍ର

 

କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଏବଂ ରାଷ୍ଟ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଅଶ୍ବିନୀ କୁମାର ଚୌବେ ଭୁବନେଶ୍ୱରରେ ‘ଭାରତରେ ସ୍ଥାୟୀ ଉପକୂଳ ପରିଚାଳନା’ ଜାତୀୟ ସମ୍ମିଳନୀରେ ଯୋଗ ଦେଇଛନ୍ତି

 

ଭୁବନେଶ୍ୱରସ୍ଥିତ ରମାଦେବୀ ବିଶ୍ଵବିଦ୍ୟାଳୟ ପରିସରରେ ଗୃହିଣୀମାନଙ୍କ ଲାଗି ନିଯୁକ୍ତି ସମ୍ପର୍କିତ କର୍ମଶାଳା

କଟକ ଓଡ଼ିଆବଜାର ସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନରେ ଆସି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ

 

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

ଭୁବନେଶ୍ୱର ଲିଙ୍ଗରାଜ ମହୋତ୍ସବ ଶେଷ ସନ୍ଧ୍ୟାରେ ଆୟୋଜିତ ନୃତ୍ୟ       ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ନିକଟ ରଥଖଳାରେ ପହଞ୍ଚିଲା ରୁକୁଣା ରଥ    …

ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଆୟୋଜିତ ଶ୍ରୀ ଲିଙ୍ଗରାଜ ମହୋତ୍ସବର ଚତୁର୍ଥ ସନ୍ଧ୍ୟାର କାର୍ଯ୍ୟକ୍ରମ     କଟକ ବାଲି ଯାତ୍ରା ଉପର ପଡ଼ିଆରେ ଚାଲିଥିବା କଟକ…

ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

ଏକମ୍ର ସାଂସ୍କୃତିକ ପ୍ରକାଶନୀ ଶ୍ରୀ ଲିଙ୍ଗରାଜ ମହୋତ୍ସବ ୨୦୨୬ ରେ ଉପସ୍ଥିତ ମଞ୍ଚାସୀନ ଅତିଥିମାନେ

ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

ପୁରୀ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଚିରଟ ଅନୁକୂଳ   ପବିତ୍ର ରାମ ନବମୀରେ ଭୁବନେଶ୍ଵର ରାମ ମନ୍ଦିରରେ ଧାଡି ବାନ୍ଧି ଦର୍ଶନ କରୁଛନ୍ତି ଭକ୍ତ…

ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

ଭୁବନେଶ୍ୱରରେ ପ୍ରଭୁ ଲିଙ୍ଗରାଜଙ୍କର ରୁକୁଣା ରଥଯାତ୍ରା       ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ଏବଂ ଜଳବନ୍ଦୀ       👉 Follow Dharitri…

ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇଣ୍ଡୋର ଏଥ୍ଲେଟିକ୍ସ ଚ୍ୟାମ୍ପିୟନଶିପର ଅନ୍ତିମ ଦିନରେ ଉତ୍ସାହର ଚୂଡ଼ାନ୍ତ ପର୍ଯ୍ୟାୟ

ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇଣ୍ଡୋର ଆଥଲେଟିକ୍ସ ଚାମ୍ପିଅନସିପ ଉଦଘାଟିତ       କଟକର ବିଭିନ୍ନ ପୂଜା ମଣ୍ଡପରେ ବାସନ୍ତୀ ଦୁର୍ଗା ମହା ସପ୍ତମୀ…

ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

ବିଧାନସଭାରେ ବିରୋଧୀଙ୍କ ପ୍ଲାକାର୍ଡ ଧରି ବିକ୍ଷୋଭ।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri