ଓଡ଼ିଶା: ଆଜିର ଫଟୋ (ଜୁନ୍ ୧୧, ୨୦୨୨ )

ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନଷ୍ଠିତ ହେବାକୁ ଥିବା ଟି୨୦ କ୍ରିକେଟ ମ୍ୟାଚ ଲାଗି ଉଭୟ ଦଳ ବାରବାଟୀ ପଡ଼ିଆରେ ଅଭ୍ୟାସ କରୁଛନ୍ତି

 

ରଜ ପାଇଁ କିଣାକିଣି କରିବାକୁ ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଗହଳି

 

ଆଦିଗୁରୁ ପଙ୍କଜ ଚରଣ ଦାସଙ୍କ ୧୯ତମ ଶ୍ରାଦ୍ଧ ଉତ୍ସବରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସଙ୍ଗୀତ ମହାବିଦ୍ୟାଳୟ ପରିସରରେ ଥିବା ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି

 

ଭୁବନେଶ୍ୱର ସୂଚନା ଭବନରେ ପ୍ରଧ୍ୟାପକ ରାଧାମୋହନଙ୍କ ସୃତିରେ ଆୟୋଜିତ କାର୍ଯ୍ୟକ୍ରମରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଶ୍ରୀଯୁକ୍ତ ବିଶ୍ବଭୂଷଣ ହରିଚନ୍ଦନଙ୍କ ସମେତ ଅନ୍ୟ ଅତିଥିମାନେ ଯୋଗଦେଇଛନ୍ତି

 

ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ଅବସରରେ ସଚେତନତା ଲାଗି ଭୁବନେଶ୍ୱର ଏଜି ଛକରୁ ସହର ପରିକ୍ରମା ଅଭିଯାନ ଆରମ୍ଭ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ସିନେ କ୍ରିଟିକ୍ସ ଆସୋସିଏସନ୍ ପକ୍ଷରୁ ‘ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ’ କାର୍ଯ୍ୟକ୍ରମ     📲 Follow Dharitri – Odisha’s No.1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri