ଓଡ଼ିଶା: ଆଜିର ଫଟୋ (ମେ ୧୧, ୨୦୨୨)

କଟକ ନରାଜ ଆନିକଟରେ ଜାଲ ପକାଇ ମାଛ ଧରା ଚାଲିଛି

 

ଭୁବନେଶ୍ୱର ସିଏସଆର-ଆଇଏମଏମଟି ପରିସରରେ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ଉପଲକ୍ଷେ ଆୟୋଜିତ ବିଜ୍ଞାନ ମେଳା

ଭୁବନେଶ୍ୱରରେ ଆୟୋଜିତ ମାଇନିଂରେ ନୂତନ ଯନ୍ତ୍ରପାତି ଏବଂ ପ୍ରଯୁକ୍ତିବିଦ୍ୟା ବ୍ୟବହାର ସମ୍ପର୍କିତ କର୍ମଶାଳା