ଓଡ଼ିଶା: ଆଜିର ଫଟୋ (ଅକ୍ଟୋବର ୧୧, ୨୦୨୨)

ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଫିଫା ଅଣ୍ଡର-୧୭ ମହିଳା ବିଶ୍ୱକପରେ ବ୍ରାଜିଲ ଏବଂ ମୋରୋକୋ ମଧ୍ୟରେ ଅନୁଷ୍ଠିତ ଲିଗ୍ ମ୍ୟାଚ୍

ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ୧୨୦ତମ ଜୟନ୍ତୀରେ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି

 

ଭୁବନେଶ୍ୱର ଆଇଗଣିଆରେ ବେଆଇନ ନିର୍ମାଣକୁ ବିଡିଏ ପକ୍ଷରୁ ଉଚ୍ଛେଦ କରାଯାଉଛି

 

କଟକ ବିଡାନାସୀ ଗ୍ରାଉଣ୍ଡରେ ଇଣ୍ଟର ସ୍କୁଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

 

ଓଡିଶା ହାଇକୋର୍ଟ ପରିସରରେ ‘ଡେପୁଟି ସଲିସିଟର ଜେନେରାଲ ଅଫ ଇଣ୍ଡିଆ’ଙ୍କ କାର୍ଯ୍ୟାଳୟ କୁ କେନ୍ଦ୍ର ଆଇନ ଏବଂ ନ୍ୟାୟ ମନ୍ତ୍ରୀ କିରେନ ରିଜିଜୁ ଉଦଘାଟନ କରୁଛନ୍ତି

 ଓଡିଶା ହାଇକୋର୍ଟ  ବାର ଆଶୋସିଏସନ କନଭେନଶନ ହଲରେ ଅନୁଷ୍ଠିତ ସଭାରେ ଉଦବୋଧନ ଦେଉଛନ୍ତି କେନ୍ଦ୍ର ଆଇନ ଏବଂ ନ୍ୟାୟ ମନ୍ତ୍ରୀ କିରେନ ରିଜିଜୁ

 

ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ୧୦୨ତମ ଜୟନ୍ତୀ ଅବସରରେ ଗାନ୍ଧୀ-ଲୋହିଆ-ଜୟପ୍ରକାଶ ମଞ୍ଚ ପକ୍ଷରୁ କଟକ ସିଡିଏ ସ୍ଥିତ ଜୟପ୍ରକାଶ ଉଦ୍ୟାନ ପରିସରରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

 

କଟକ କ୍ୟାଣ୍ଟନମେଣ୍ଟ ରୋଡ ସ୍ଥିତ ଜିଲା ସ୍ୱାସ୍ଥ୍ୟ ଭବନ ଠାରେ ‘ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଶିଶୁ ଦିବସ’ ପାଳନ ଅବସରରେ ଅନୁଷ୍ଠିତ ସଭା

ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ବନ ସପ୍ତାହ ପାଳିତ

ବ୍ରହ୍ମପୁର ନୀଳକଣ୍ଠ ନଗର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ପ୍ରାଦେଶିକ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

କଟକ ରାଣୀହାଟ ପୂଜା ମଣ୍ଡପରେ ମା ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ଗଢ଼ୁଥିବା ଶିଳ୍ପୀ     କଟକ ଅନ୍ନପୂର୍ଣ୍ଣା ଥିଏଟରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?