ଓଡ଼ିଶା: ଆଜିର ଫଟୋ ( ଅକ୍ଟୋବର ୧୪, ୨୦୨୨ )

ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଫିଫା ଅଣ୍ଡର-୧୭ ମହିଳା ବିଶ୍ୱକପରେ ଭାରତ ଏବଂ ମୋରୋକୋ ମଧ୍ୟରେ ଅନୁଷ୍ଠିତ ଲିଗ୍ ମ୍ୟାଚ୍

 

ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା

 

କଟକ ମଙ୍ଗଳାବାଗ ରିଙ୍ଗ ରୋଡ ଅଞ୍ଚଳରେ ସିଏମସି ପକ୍ଷରୁ ଉଚ୍ଛେଦ କରାଯାଉଛି

 

କଟକ ଯୋବ୍ରା ଆନିକଟ ନିକଟରେ ସନ୍ଧ୍ୟା ସମୟରେ ଧୀବର ମାନେ ମାଛ ଧରିବାକୁ ଯାଉଛନ୍ତି

 

ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଫିଫା ଅଣ୍ଡର-୧୭ ମହିଳା ବିଶ୍ୱକପରେ ବ୍ରାଜିଲ୍ ଏବଂ ଆମେରିକା ମଧ୍ୟରେ ଅନୁଷ୍ଠିତ ଲିଗ୍ ମ୍ୟାଚ୍


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ସିନେ କ୍ରିଟିକ୍ସ ଆସୋସିଏସନ୍ ପକ୍ଷରୁ ‘ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ’ କାର୍ଯ୍ୟକ୍ରମ     📲 Follow Dharitri – Odisha’s No.1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri