ଓଡ଼ିଶା: ଆଜିର ଫଟୋ (ସେପ୍ଟେମ୍ବର ୧୪, ୨୦୨୨)

ଶିକ୍ଷକ ନିଯୁକ୍ତି ଦାଵୀରେ ଭୁବନେଶ୍ୱର ସ୍ଥିତ ଭୀମଭୋଇ ଅନ୍ଧ ସ୍କୁଲର ଛାତ୍ରୀଛାତ୍ରଙ୍କ ଧାରଣା

ଓଡିଶା ସଚେତନ ନାଗରିକ ଫୋରମ ପକ୍ଷରୁ ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ

ଠାକୁର ଅନୁକୂଳ ଚନ୍ଦ୍ରଙ୍କର ଭାଦ୍ରବ ସତସଙ୍ଗ ପରିକ୍ରମା କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ସୂଚନା ଭବନରେ ଅନୁଷ୍ଠିତ

କଟକ ଚାନ୍ଦିନୀଚୌକ ସ୍ଥିତ ଓଡ଼ିଶା ହାଇକୋର୍ଟ ସମ୍ମୁଖ ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହାନ ପାର୍କିଙ୍ଗ ନିଷେଧାଦେଶ ଥିବା ସତ୍ତ୍ୱେ ଗାଡ଼ି ପାର୍କିଙ୍ଗ ହୋଇଛି

କ୍ରାଇମ ବ୍ରାଞ୍ଚ ଦ୍ୱାରା ସାଇବର ଠକଙ୍କ ଠାରୁ ଜବତ ହୋଇଥିବା ସିମ ବକ୍ସ, ପ୍ରି-ଆକ୍ଟିଭିଟେଡ଼ ସିମ, ଲାପଟପ, ମୋବାଇଲ ଫୋନ ଏବଂ ମୋଡେମ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?