ଓଡ଼ିଶା: ଆଜିର ଫଟୋ ( ଅଗଷ୍ଟ ୧୫, ୨୦୨୦)

ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ସ୍ୱାଧୀନତା ଦିବସ ପାରେଡ ଅଭିବାଦନ ଗ୍ରହଣ କରୁଛନ୍ତି ମୁଖ୍ୟମନ୍ତ୍ରୀ

କଟକ ବାରବାଟୀ କ୍ଲବ ହାଉସରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି

ପୁରୀରେ ୭୪ତମ ସ୍ୱାଧୀନତା ଦିବସ ପାଳିତ

୭୪ତମ ସ୍ୱାଧୀନତା ଦିବସ ଅବସରରେ ବ୍ରହ୍ମପୁର କେ.କେ କଲେଜରେ ଆରଡିସି ଜାତୀୟ ପତାକା ଉତ୍ତୋଳନ କରିବା ସହ କରୋନା ଯୋଦ୍ଧାମାନଙ୍କୁ ସମ୍ବର୍ଦ୍ଧିତ କରୁଛନ୍ତି

ସ୍ୱାଧୀନତା ଦିବସ ଅବସରରେ ବ୍ରହ୍ମପୁର ମୁନିସିପାଲିଟିରେ ଜିଲ୍ଲପାଳଙ୍କ ଜାତୀୟ ପତାକା ଉତ୍ତୋଳନ

ସ୍ୱାଧୀନତା ଦିବସ ଅବସରରେ ଓଡିଶା ହାଇକୋର୍ଟ ପରିସରରେ ଶୋଭା ପାଉଛି ଜାତୀୟ ପତାକା

ଓଡିଶା ହାଇକୋର୍ଟ ପରିସରରେ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫୀକ ଅଭିବାଦନ ଗ୍ରହଣ କରୁଛନ୍ତି

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

ବୁଧବାର ରବୀନ୍ଦ୍ର ମଣ୍ଡପରେ ହୃଦୟ ସଂଗଠନ ପକ୍ଷରୁ ସେକ୍ସପିୟରଙ୍କ ନାଟକ ପରିବେଷଣ   📲 Follow Dharitri – Odisha’s No.1 Odia Daily 📰✨

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri