ଓଡ଼ିଶା: ଆଜିର ଫଟୋ ( ଫେବୃଆରୀ ୧୫, ୨୦୨୪ )

ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମରେ ସ୍ପେନ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଏଫଆଇଏଚ ପ୍ରୋ ହକି ଲିଗର ମ୍ୟାଚ ଅନୁଷ୍ଠିତ

 

ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ପଡ଼ିଆରେ ଓଡ଼ିଶା ମାଇନିଂ ଆଣ୍ଡ ଇନ୍ଫ୍ରାଷ୍ଟ୍ରକ୍ଚର କନକ୍ଳେଭ ଅନୁଷ୍ଠିତ

ସିବିଏସଇ ବୋର୍ଡ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର ସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ରାଜ୍ୟସ୍ତରୀୟ ଇଣ୍ଟର ୟୁନିଭର୍ସିଟି ଆଥଲେଟିକ କମ୍ପିଟିସନ ଅନୁଷ୍ଠିତ

ଭୁବନେଶ୍ୱରରେ ଖଣ୍ଡଗିରି ଯାତ୍ରା ପାଇଁ ଚାଲିଛି ପ୍ରସ୍ତୁତି

ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କଟକ ସିଡିଏ ସ୍ଥିତ ପେଟାନାଳ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରୁଛନ୍ତି