ଓଡ଼ିଶା: ଆଜିର ଫଟୋ (ଏପ୍ରିଲ ୧୬, ୨୦୨୨)

ଭୁବନେଶ୍ୱର ଭଞ୍ଜ କଳା ମଣ୍ଡପରେ ଅଷ୍ଟମ ଅନ୍ତର୍ଜାତୀୟ ରେଡ଼ିଓ ମେଳା

  ଭୁବନେଶ୍ୱର ସୂଚନା ଭବନରେ ଚିନ୍ତା ଓ ଚେତନା ପକ୍ଷରୁ ଆୟୋଜିତ ୪୩ତମ ବୈଶାଖୀ କାର୍ଯ୍ୟକ୍ରମ

ତୃତୀୟ ବିଶ୍ୱଯୁଦ୍ଧ ବନ୍ଦ କରିବାକୁ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ନିବେଦନ କରୁଛନ୍ତି ଅହମଦୀୟା ମୁସଲିମ ଜମାତ କର୍ମକର୍ତ୍ତା

କଟକ ଶ୍ରୀରାମଚନ୍ଦ୍ର ଭବନରେ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ କବି ଦୀପକ ମିଶ୍ରଙ୍କ ତୈଳଚିତ୍ର ଉନ୍ମୋଚନ ଅବସରରେ ଉପସ୍ଥିତ ଅତିଥିମାନେ

 

କଟକ ଶତାବ୍ଦୀ ଭବନରେ ଆମ ସଂସ୍କୃତି ପକ୍ଷରୁ ଅନୁଷ୍ଠିତ ନବବର୍ଷ ଉତ୍ସବ ଓ ବୈଶାଖୀ ସମ୍ମାନ ପ୍ରଦାନ ସମାରୋହ

କଟକ ଶୈଳବାଳା ମହିଳା ମହାବିଦ୍ୟାଳୟରେ ଗାନ୍ଧିଜୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଲୋଚନା ଚକ୍ରରେ ମନ୍ତ୍ରୀ ଅରୁଣ ସାହୁଙ୍କ ଉଦବୋଧନ

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଓଡ଼ିଶା ନାଟ୍ୟ ସଂଘ ପକ୍ଷରୁ ୫ମ ଜାତୀୟ ନାଟ୍ୟ ମହୋତ୍ସବରେ ନାଟକ ‘ଧର୍ମାବତାର’ର ଦୃଶ୍ୟ       କଟକ ସହରର ମୁଖ୍ୟ…

ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

ପୁରୀ ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ରାଜତ୍ୱର ୭୧ ଅଙ୍କ ପ୍ରଚଳନ, ଆରମ୍ଭ ହେଲା ଉତ୍କଳୀୟ ସନ ୧୪୩୪ ସାଲ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?