ଓଡ଼ିଶା: ଆଜିର ଫଟୋ (ଡିସେମ୍ବର ୧, ୨୦୨୧)

ମହାନଦୀର କଟକ ଜୋବ୍ରା ଆନିକଟରେ ପକ୍ଷୀଙ୍କ ସମ୍ଭାର

 

କଟକ ରାଣୀହାଟ ପୋଲ ଫୁଟପାଥ ଉପରେ ମାର୍ଗଶିର ମାଣବସା ଗୁରୁବାର ପାଇଁ ପୂଜା ସାମଗ୍ରୀ କିଣୁଛନ୍ତି ମହିଳା

 

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ ଓଡିଶା ହକି ପୁରୁଷ ଜୁନିୟର ବିଶ୍ୱକପରେ ଜର୍ମାନୀ ଓ ସ୍ପେନ ମଧ୍ୟରେ ଅନୁଷ୍ଠିତ କ୍ୱାର୍ଟର ଫାଇନାଲ ମ୍ୟାଚ୍: ଜର୍ମାନୀ ୩-୧ଗୋଲରେ ବିଜୟୀ

 

ଏଫଆଇଏଚ ଓଡିଶା ହକି ପୁରୁଷ ଜୁନିୟର ବିଶ୍ୱକପରେ ଆର୍ଜେଣ୍ଟିନା ଓ ନେଦରଲାଣ୍ଡ ମଧ୍ୟରେ ଅନୁଷ୍ଠିତ କ୍ୱାର୍ଟର ଫାଇନାଲ ମ୍ୟାଚ୍: ଆର୍ଜେଣ୍ଟିନା ୨-୧ଗୋଲରେ ବିଜୟୀ

 

ଏଫଆଇଏଚ ଓଡିଶା ହକି ପୁରୁଷ ଜୁନିୟର ବିଶ୍ୱକପରେ ଫ୍ରାନ୍ସ ଓ ମାଲେସିଆ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍ : ଫ୍ରାନ୍ସ ୪-୦ ଗୋଲରେ ବିଜୟୀ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ସିନେ କ୍ରିଟିକ୍ସ ଆସୋସିଏସନ୍ ପକ୍ଷରୁ ‘ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ’ କାର୍ଯ୍ୟକ୍ରମ     📲 Follow Dharitri – Odisha’s No.1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri