ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୫ )

 ଭୁବନେଶ୍ୱରସ୍ଥିତ ଓୟୁଏଟି କ୍ୟାମ୍ପସ ପରିସରରେ ରାଜ୍ୟସ୍ତରୀୟ କୃଷକ ଦିବସ ପାଳନ

ସିଆଇଟିୟୁ ପକ୍ଷରୁ ଶ୍ରମିକ ଦିବସ ଅବସରରେ ପୁରୀ ସହରରେ ଅନୁଷ୍ଠିତ ଶୋଭାଯାତ୍ରା ଏବଂ ଶ୍ରମିକମାନଙ୍କ ଅଧିକାର ସମ୍ପର୍କରେ ସାଧାରଣ ସଭା ଅନୁଷ୍ଠିତ

 

ରଥଯାତ୍ରା ପାଇଁ ପୁରୀ ପୌରସଦନ ସମ୍ମିଳନୀ କକ୍ଷରେ ଆରଡିସିଙ୍କ ଅଧ୍ୟକ୍ଷତାରେ ପ୍ରଥମ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

କଟକ ଶାରଳା ଭବନରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

ରାଜଧାନୀ ଭୁବନେଶ୍ୱରରେ ମୌସୁମୀ ବର୍ଷା     ଭୁବନେଶ୍ୱର ଉତ୍କଳ ବିଶ୍ୱବିଦ୍ୟାଳୟ ନିକଟସ୍ଥ ଡ୍ରେନ୍‌ରେ ଖସିପଡ଼ିଥିବା ଜଣେ ବ୍ୟକ୍ତିଙ୍କ ସନ୍ଧାନ ପାଇଁ ଓଡ୍ରାଫ୍ (ODRAF) ଟିମ୍ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri