ଓଡ଼ିଶା: ଆଜିର ଫଟୋ (ଜୁଲାଇ ୨୦, ୨୦୨୧)

ବିନା ଭକ୍ତରେ ପୁରୀରେ ବାହୁଡ଼ା ଯାତ୍ରା

 

ଭୁବନେଶ୍ୱର ଉତ୍କଳ ୟୁନିଭର୍ସିଟିରେ ବାହୁଡ଼ା ଯାତ୍ରା ଅବସରରେ ଚତୁର୍ଦ୍ଧାମୂର୍ତ୍ତି

 

ପବିତ୍ର ବାହୁଡା ଯାତ୍ରା ଅବସରରେ କଟକ ହରିପୁର ଦୋଳମୁଣ୍ଡାଇ ଜଗନ୍ନାଥ ମନ୍ଦିର ପରିସରରେ ଅସ୍ଥାୟୀ ଭାବେ ନିର୍ମିତ ରଥରେ ଶ୍ରୀ ଜୀଉ

 

  ପବିତ୍ର ବାହୁଡା ଯାତ୍ରାରେ କଟକ ଚାନ୍ଦିନୀ ଚୌକ ଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଠିତ ଶ୍ରୀ ଜୀଉଙ୍କ ପହଣ୍ଡି

 

 

  କଟକରେ ଲଗାଣ ବର୍ଷା ଯୋଗୁଁ ଅନେକ ଅଞ୍ଚଳ ଜଳବନ୍ଦୀ

 

ଭୁବନେଶ୍ୱରରେ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ଅଞ୍ଚଳ ପାଣି ଘେରରେ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

ବୁଧବାର ରବୀନ୍ଦ୍ର ମଣ୍ଡପରେ ହୃଦୟ ସଂଗଠନ ପକ୍ଷରୁ ସେକ୍ସପିୟରଙ୍କ ନାଟକ ପରିବେଷଣ   📲 Follow Dharitri – Odisha’s No.1 Odia Daily 📰✨

ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

ଭୁବନେଶ୍ୱର ଗାନ୍ଧୀମାର୍ଗରେ ଅଗଷ୍ଟ ୧୫ ପାଇଁ ପରେଡ୍‌ ରିହର୍ସାଲ୍‌       କଟକ ବାରବାଟୀ ଷ୍ଟାଡିୟମରେ ସ୍ୱାଧୀନତା ଦିବସ ପାଳନର ଅବ୍ୟବହିତ ପୂର୍ବରୁ ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri