ଓଡ଼ିଶା: ଆଜିର ଫଟୋ ( ଜୁଲାଇ ୨୨, ୨୦୨୨ )

ଏସବିଆଇ ମୁଖ୍ୟ ଶାଖାରେ ଶିଳ୍ପୀ ସୁବଳ ମହାରଣା ବାଲୁକା କଳାରେ ନୂତନ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଉଛନ୍ତି

 

ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀମାନେ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଭାରତର ରାଷ୍ଟ୍ରପତି ନିର୍ବାଚନ ବିଜୟର ଖୁସି ମନାଉଛନ୍ତି

 

ସିବିଏସ୍‌ଇ ପରୀକ୍ଷା ଫଳ ପ୍ରକାଶ ପାଇଲା ପରେ ଭୁବନେଶ୍ୱର ବିଜେଇଏମ ସ୍କୁଲର ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରମାନେ ଖୁସି ମନାଉଛନ୍ତି

 

କଟକ ଗଡଗଡିଆ ଘାଟରେ ନୂତନ ଦମକଳ ଗୁଡିକର ଶୁଭାରମ୍ଭ କରାଯାଉଛି

 

କଟକ ସିଡିଏସ୍ଥିତ ଡିଏଭି ପବ୍ଲିକ ସ୍କୁଲର ଦଶମ ଶ୍ରେଣୀର ଛାତ୍ରୀଛାତ୍ର ସିବିଏସ୍‌ଇ ପରୀକ୍ଷା ଫଳ ପ୍ରକାଶ ପାଇଲା ପରେ ଖୁସି ମନାଉଛନ୍ତି

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ସିନେ କ୍ରିଟିକ୍ସ ଆସୋସିଏସନ୍ ପକ୍ଷରୁ ‘ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ’ କାର୍ଯ୍ୟକ୍ରମ     📲 Follow Dharitri – Odisha’s No.1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri