ଓଡ଼ିଶା: ଆଜିର ଫଟୋ ( ଜାନୁଆରୀ ୨୩, ୨୦୨୪)

 

ଭୁବନେଶ୍ୱର ରସୁଲଗଡ ଛକରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ପୁଣ୍ୟ ଜୟନ୍ତୀରେ ଅଲ୍ ଇଣ୍ଡିଆ ଫରୱାର୍ଡ଼ ବ୍ଳକ୍ ପକ୍ଷରୁ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି

 

 

 

କଟକରେ ଭାସ୍କର୍ଯ୍ୟ କଳା ପ୍ରଦର୍ଶନୀକୁ ଛାତ୍ରୀଛାତ୍ରମାନେ ବୁଲି ଦେଖୁଛନ୍ତି

 

 

କଟକ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ଜୟନ୍ତୀ ଅବସରରେ ଗହଳି

 

 

କଟକ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟରେ ସ୍କୁଲ ଛାତ୍ରୀଛାତ୍ରମାନେ ଆର୍ଟ କରୁଛନ୍ତି

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ସିନେ କ୍ରିଟିକ୍ସ ଆସୋସିଏସନ୍ ପକ୍ଷରୁ ‘ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ’ କାର୍ଯ୍ୟକ୍ରମ     📲 Follow Dharitri – Odisha’s No.1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri