ଓଡ଼ିଶା: ଆଜିର ଫଟୋ ( ମାର୍ଚ୍ଚ ୨୩, ୨୦୨୧)

ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱର ରେଳଷ୍ଟେସନରେ ଗାନ୍ଧୀଜୀଙ୍କ ବେଶରେ ଯୁବକ

 

ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଓଡିଶା ବିଧାନସଭା ପରିସରରେ ଥିବା ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛନ୍ତି

 

ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ କଟକରେ ବିଶାଳ ଶୋଭାଯାତ୍ରା

 

ଭୁବନେଶ୍ୱର ବିଜେବିନଗରରେ ବେଆଇନ ନିର୍ମାଣକୁ ବିଡିଏ ପକ୍ଷରୁ ଉଚ୍ଛେଦ କରାଯାଉଛି


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୩୦ ଅଗଷ୍ଟ, ୨୦୨୬)

ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଭୁବନେଶ୍ୱରରେ ପ୍ରବଳ ବର୍ଷା       କଟକ ଆଲିଶା ବଜାର ଅଞ୍ଚଳରେ ଯୁବତୀମାନେ ଖୁଦୁରୁକୁଣୀ ପ୍ରଥମ ପାଳି ପୂଜା…

ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

ଶନିବାର ଭୁବନେଶ୍ୱରସ୍ଥିତ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ପ୍ରଦର୍ଶିତ ବିଭିନ୍ନ ସ୍ଥାପନାକୁ ପର୍ଯ୍ୟଟକମାନେ ଦେଖୁଛନ୍ତି   ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଜାତୀୟ କ୍ରୀଡ଼ା ଦିବସ ଅବସରରେ ଟଗ୍ ଅଫ୍ ୱାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri