ଓଡ଼ିଶା: ଆଜିର ଫଟୋ (ମେ ୨୫, ୨୦୨୩ )

ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଶ୍ରାଦ୍ଧ ଉତ୍ସବରେ ନବୀନ ନିବାସ ପରିସରରେ ଥିବା ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

 

ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଶ୍ରାଦ୍ଧ ଉତ୍ସବରେ ଉତ୍କଳ ସମ୍ମିଳନୀ ପକ୍ଷରୁ ଏଜି ଛକରେ ଥିବା ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି

 

ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ମିତ୍ରଙ୍କ ୪୫ତମ ଶ୍ରାଦ୍ଧ ଉତ୍ସବରେ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଓ We for BBSR ପକ୍ଷରୁ ଏଜି ଛକରେ ଥିବା ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି

 

ଭୁବନେଶ୍ୱରସ୍ଥିତ ରୋଟାରୀ ଭବନରେ ରାଜ୍ୟସ୍ତରୀୟ ଗିରିଜା ମେଧା ସମ୍ବର୍ଦ୍ଧନା ଉତ୍ସବରେ ଅତିଥିଙ୍କ ସହ ମେଧାବୀ ଛାତ୍ରୀଛାତ୍ର ମାନେ

 

ଭୁବନେଶ୍ୱର ଉପକଣ୍ଠ କୋରଡ଼କଣ୍ଟାରେ ବେଆଇନ ଘରକୁ ଉଚ୍ଛେଦ କରୁଛନ୍ତି ବିଡିଏ କର୍ମଚାରୀ

 

  ରାଜ୍ୟସ୍ତରୀୟ ରିସର୍ଚ୍ଚ ଆଣ୍ଡ କାଉନସିଲ ର ମାଣ୍ଡିଆ ଗବେଷଣା ଉପରେ ଆୟୋଜିତ ଆଲୋଚନା ଚକ୍ର


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ସିନେ କ୍ରିଟିକ୍ସ ଆସୋସିଏସନ୍ ପକ୍ଷରୁ ‘ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ’ କାର୍ଯ୍ୟକ୍ରମ     📲 Follow Dharitri – Odisha’s No.1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri