ଓଡ଼ିଶା: ଆଜିର ଫଟୋ ( ଏପ୍ରିଲ ୨୬, ୨୦୨୩ )

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜନ୍ମ ବାର୍ଷିକୀରେ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି

 

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜନ୍ମ ବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

 

ଚେନ୍ନାଇରୁ ହାଓଡ଼ା ଅଭିମୁଖେ ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଭୁବନେଶ୍ୱର ଅତିକ୍ରମ କରୁଥିବା ସମୟର ଦୃଶ୍ୟ