ଓଡ଼ିଶା: ଆଜିର ଫଟୋ (ଏପ୍ରିଲ ୨୬, ୨୦୨୨)

ଖରା ବଢ଼ିବା ସାଙ୍ଗକୁ ଅସହ୍ୟ ଗରମ ଯୋଗୁ ଭୁବନେଶ୍ୱରରେ ଜନଜୀବନ ଅସ୍ତବ୍ୟସ୍ତ

 

ଭୁବନେଶ୍ୱର ପିଏମଜି ରୋଡ଼ରେ ଆଖୁରସ ପିଇବାକୁ ଭିଡ଼

 

ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି

 

ଭୁବନେଶ୍ୱର ଏଜି ଛକ ସ୍ଥିତ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ଉତ୍କଳ ସମ୍ମିଳନୀ କର୍ମକର୍ତ୍ତା

 

କଟକ ଓଏମପି ଛକ ସ୍ଥିତ ପାରଳା ମହାରାଜା ଉଦ୍ୟାନ ପରିସରରେ ଥିବା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଓଡ଼ିଶା ନାଟ୍ୟ ସଂଘ ପକ୍ଷରୁ ୫ମ ଜାତୀୟ ନାଟ୍ୟ ମହୋତ୍ସବରେ ନାଟକ ‘ଧର୍ମାବତାର’ର ଦୃଶ୍ୟ       କଟକ ସହରର ମୁଖ୍ୟ…

ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

ପୁରୀ ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ରାଜତ୍ୱର ୭୧ ଅଙ୍କ ପ୍ରଚଳନ, ଆରମ୍ଭ ହେଲା ଉତ୍କଳୀୟ ସନ ୧୪୩୪ ସାଲ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?