ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା

 

 

ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ

 

 

ଭୁବନେଶ୍ୱରସ୍ଥିତ ଜିକେସିଏମ୍ ଓଡ଼ିଶୀ ରିସର୍ଚ୍ଚ ସେଣ୍ଟରରେ ନୃତ୍ୟନିଳୟ ପକ୍ଷରୁ ଆୟୋଜିତ ସପ୍ତମ ‘ସମର୍ପଣ ସମାରୋହ-୨୦୨୬’ରେ ଅନିଶା ସ୍ୱାଇଁ ଓ ସୌରଭ ମହାନ୍ତି ଓଡ଼ିଶୀ ନୃତ୍ୟ ପରିବେଷଣ କରୁଛନ୍ତି

 

📲 Follow Dharitri – Odisha’s No.1 Odia Daily 📰✨