ଓଡ଼ିଶା: ଆଜିର ଫଟୋ ( ସେପ୍ଟେମ୍ବର ୨୭, ୨୦୨୩ )

  ୫ ଦଫା ଦାବି ନେଇ ଆୟୁଷ ଛାତ୍ରୀଛାତ୍ରଙ୍କର ଭୁବନେଶ୍ୱରସ୍ଥିତ ଲୋୟର ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ

ବିଭିନ୍ନ ଦାବି ନେଇ ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ମିଳିତ ମଞ୍ଚର ଭୁବନେଶ୍ୱରସ୍ଥିତ ଲୋୟର ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ

ଆଇସିସି ଓଡିଶା ରାଜ୍ୟ ପରିଷଦ ଦ୍ୱାରା ଭୁବନେଶ୍ୱରରେ ଆୟୋଜିତ ଦ୍ୱିତୀୟ ଇଣ୍ଡିଆ ମାଇନିଂ କନକ୍ଲେଭ-୨୦୨୩ରେ ଯୋଗଦେଇ ବକ୍ତବ୍ୟ ରଖୁଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

ଭୁବନେଶ୍ୱରସ୍ଥିତ ଭାରତୀୟ ବିଦ୍ୟାଭବନରେ ଏଥେନା ବୁକ୍ସ ରୌପ୍ୟ ଜୟନ୍ତୀ ଉଦଘାଟନ ଉତ୍ସବରେ ଉପସ୍ଥିତ ମଞ୍ଚାସୀନ ଅତିଥି ବୃନ୍ଦ

କଟକ ସିଲଭର ସିଟି ବୋଟ କ୍ଲବ ଯିବା ରାସ୍ତା ଫୁଟପାଥ ଉପରେ ପଡ଼ିଥିବା ଫାଇବର ନିର୍ମିତ ପ୍ରତିକୃତି ନିକଟରେ ବିଶ୍ରାମ ନେଉଛନ୍ତି ଲୋକମାନେ

କଟକ ସିଲଭର ସିଟି ବୋଟ କ୍ଲବ ପରିସରରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ ଅବସରରେ ଅନୁଷ୍ଠିତ ସଭାରେ ସଂସଦ ଭର୍ତ୍ତୃହରି ମହତାବ ବକ୍ତବ୍ୟ ରଖୁଛନ୍ତି

 

କଟକସ୍ଥିତ ବାଲିଯାତ୍ରା ତଳପଡ଼ିଆ ଗଡ଼ଗଡ଼ିଆ ଘାଟ ମହାନଦୀ ତଟ ପାର୍ଶ୍ଵରେ ଭୁଷୁଡ଼ି ପଡ଼ିଥିବା ସିମେଣ୍ଟ କଂକ୍ରିଟ ପାହାଚ ନିକଟରେ ବାଉଁଶ ବାଡ଼ ଦେଇ ଆବୃତ କରାଯାଇଛି

 

 

କଟକସ୍ଥିତ ଚାଉଳିଆଗଞ୍ଜରେ ଖୁଦୁରୁକୁଣୀ ଭସାଣି ଶୋଭାଯାତ୍ରା

ବିଭିନ୍ନ ଦାବି ନେଇ SUCI(C) ପକ୍ଷରୁ କଟକ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ

 

ବସ୍ତି ହିତାଧିକାରୀଙ୍କୁ ପ୍ରମାଣ ପତ୍ର ଯୋଗାଇ ଦେବା ଦାବିରେ ବସ୍ତି ବାସୀଙ୍କ ଏକତା ମଞ୍ଚ ପକ୍ଷରୁ କଟକସ୍ଥିତ ସିଏମସି ଅଫିସ ସମ୍ମୁଖରେ ବିକ୍ଷୋଭ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଆୟୋଜିତ ଶ୍ରୀ ଲିଙ୍ଗରାଜ ମହୋତ୍ସବର ଚତୁର୍ଥ ସନ୍ଧ୍ୟାର କାର୍ଯ୍ୟକ୍ରମ     କଟକ ବାଲି ଯାତ୍ରା ଉପର ପଡ଼ିଆରେ ଚାଲିଥିବା କଟକ…

ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

ଏକମ୍ର ସାଂସ୍କୃତିକ ପ୍ରକାଶନୀ ଶ୍ରୀ ଲିଙ୍ଗରାଜ ମହୋତ୍ସବ ୨୦୨୬ ରେ ଉପସ୍ଥିତ ମଞ୍ଚାସୀନ ଅତିଥିମାନେ

ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

ପୁରୀ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଚିରଟ ଅନୁକୂଳ   ପବିତ୍ର ରାମ ନବମୀରେ ଭୁବନେଶ୍ଵର ରାମ ମନ୍ଦିରରେ ଧାଡି ବାନ୍ଧି ଦର୍ଶନ କରୁଛନ୍ତି ଭକ୍ତ…

ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

ଭୁବନେଶ୍ୱରରେ ପ୍ରଭୁ ଲିଙ୍ଗରାଜଙ୍କର ରୁକୁଣା ରଥଯାତ୍ରା       ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ଏବଂ ଜଳବନ୍ଦୀ       👉 Follow Dharitri…

ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇଣ୍ଡୋର ଏଥ୍ଲେଟିକ୍ସ ଚ୍ୟାମ୍ପିୟନଶିପର ଅନ୍ତିମ ଦିନରେ ଉତ୍ସାହର ଚୂଡ଼ାନ୍ତ ପର୍ଯ୍ୟାୟ

ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇଣ୍ଡୋର ଆଥଲେଟିକ୍ସ ଚାମ୍ପିଅନସିପ ଉଦଘାଟିତ       କଟକର ବିଭିନ୍ନ ପୂଜା ମଣ୍ଡପରେ ବାସନ୍ତୀ ଦୁର୍ଗା ମହା ସପ୍ତମୀ…

ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

ବିଧାନସଭାରେ ବିରୋଧୀଙ୍କ ପ୍ଲାକାର୍ଡ ଧରି ବିକ୍ଷୋଭ।

ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

କେଭିକେ ଅଡିଟୋରିୟମ୍‌ରେ ସଂସ୍କୃତି ବିହାରର ୬୪ତମ ବାର୍ଷିକ ଉତ୍ସବରେ ମଞ୍ଚସ୍ଥ ଗୀତିନାଟ୍ୟ ‘ଗଜପତି ପୁରୁଷୋତ୍ତମ ଦେବ’

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri