
କଟକ ରାଣୀହାଟ ପୂଜା ମଣ୍ଡପରେ ମା ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ଗଢ଼ୁଥିବା ଶିଳ୍ପୀ

କଟକ ଅନ୍ନପୂର୍ଣ୍ଣା ଥିଏଟରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଅନ୍ନପୂର୍ଣ୍ଣା ଥିଏଟର ‘ବି’ ଗ୍ରୁପ୍ର ମିଳିତ ଆନୁକୂଲ୍ୟରେ ମଞ୍ଚସ୍ଥ ନାଟକ ‘ହାଉସ୍ ୱାଇଫ୍’
କଟକ ରାଣୀହାଟ ପୂଜା ମଣ୍ଡପରେ ଚାନ୍ଦି ମେଢ଼ର ଅଳଙ୍କାରଗୁଡ଼ିକୁ ସଫା କରୁଥିବା କାରିଗରମାନେ

