ଓଡିଶା: ଆଜିର ଫଟୋ ( ଜୁଲାଇ ୨, ୨୦୨୨ )

ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ରାଇମୋହନ ପରିଡ଼ାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଓଡ଼ିଶା ସଂଗୀତ ମହାବିଦ୍ୟଳୟର ଛାତ୍ରୀଛାତ୍ର ଏବଂ ଅଧ୍ୟାପକଙ୍କ ଭୁବନେଶ୍ୱରରେ କ୍ୟାଣ୍ଡେଲ ରାଲି

 

 

ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ‘କଟନ ଫ୍ୟାବ-୨୦୨୨’ର ଉଦଘାଟନ

 

ବନ ମହୋତ୍ସବ ଉପଲକ୍ଷେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ପୁରୀ ରାଜଭବନରେ ବୃକ୍ଷରୋପଣ କରୁଛନ୍ତି

 

ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ସ୍କୁଲରେ ଖେଳସାମ୍ବାଦିକମାନଙ୍କ ଦ୍ୱାରା ‘ବିଶ୍ୱ ଖେଳ ସାମ୍ୱାଦିକ ଦିବସ’ ପାଳିତ

 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଓଡ଼ିଶା ବିଧାନସଭାରେ ବିଜେଡି ବିଧାୟକ ଦଳ ବୈଠକରେ ଯୋଗ ଦେଇଛନ୍ତି

 

 

ଓଡ଼ିଶା ବିଧାନସଭାରେ ମୌସୁମୀ ଅଧିବେଶନ ଲାଗି କଂଗ୍ରେସ ବିଧାୟକଙ୍କ ଦଳୀୟ ବୈଠକ

 

ଭୁବନେଶ୍ୱର ସ୍ଥିତ ବିଜେପି କାର୍ଯ୍ୟାଳୟରେ ମୌସୁମୀ ଅଧିବେଶନ ଲାଗି ବିରୋଧୀ ବିଜେପି ଦଳ ବିଧାୟକଙ୍କ ବୈଠକ

 

ଓଡ଼ିଶା ବିଧାନସଭାରେ ମୌସୁମୀ ଅଧିବେଶନ ଆରମ୍ଭ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?