ଓଡ଼ିଶା: ଆଜିର ଫଟୋ ( ଡିସେମ୍ବର ୩, ୨୦୨୧ )

କଟକ ଓଡ଼ିଆବଜାରସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିସରରେ ଏନଡିଆରଏଫ ୩ୟ ବାଟାଲିଅନ୍ ପକ୍ଷରୁ ମକ୍ ଡ୍ରିଲ୍

 

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ ଓଡିଶା ହକି ପୁରୁଷ ଜୁନିୟର ବିଶ୍ୱକପରେ ମାଲେସିଆ ବନାମ ନେଦରଲ୍ୟାଣ୍ଡ ମ୍ୟାଚ୍: ନେଦରଲ୍ୟାଣ୍ଡ ୯ – ୩ରେ ବିଜୟୀ

 

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ ଓଡିଶା ହକି ପୁରୁଷ ଜୁନିୟର ବିଶ୍ୱକପରେ ଆର୍ଜେଣ୍ଟିନା ଓ ଫ୍ରାନ୍ସ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍: ଆର୍ଜେଣ୍ଟିନା ୩ – ୧ରେ ବିଜୟୀ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୯ ଅଗଷ୍ଟ, ୨୦୨୬)

ଶନିବାର ଭୁବନେଶ୍ୱରସ୍ଥିତ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ପ୍ରଦର୍ଶିତ ବିଭିନ୍ନ ସ୍ଥାପନାକୁ ପର୍ଯ୍ୟଟକମାନେ ଦେଖୁଛନ୍ତି   ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଜାତୀୟ କ୍ରୀଡ଼ା ଦିବସ ଅବସରରେ ଟଗ୍ ଅଫ୍ ୱାର୍‌…

ଓଡ଼ିଶା: ଆଜିର ଫଟୋ ( ୨୬ ଅଗଷ୍ଟ, ୨୦୨୬)

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଚିନ୍ତା ଓ ଚେତନା ପକ୍ଷରୁ ୪୯ତମ ବର୍ଷା ଉତ୍ସବ ଆୟୋଜିତ     ପୁରୀ ବଡ଼ଦାଣ୍ଡରେ ଖୋଲିଥିବା ରାକ୍ଷୀ ଷ୍ଟଲ୍‌ରେ ଝିଅମାନେ ରାକ୍ଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri