ଓଡ଼ିଶା: ଆଜିର ଫଟୋ ( ଡିସେମ୍ବର ୩, ୨୦୨୧ )

କଟକ ଓଡ଼ିଆବଜାରସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିସରରେ ଏନଡିଆରଏଫ ୩ୟ ବାଟାଲିଅନ୍ ପକ୍ଷରୁ ମକ୍ ଡ୍ରିଲ୍

 

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ ଓଡିଶା ହକି ପୁରୁଷ ଜୁନିୟର ବିଶ୍ୱକପରେ ମାଲେସିଆ ବନାମ ନେଦରଲ୍ୟାଣ୍ଡ ମ୍ୟାଚ୍: ନେଦରଲ୍ୟାଣ୍ଡ ୯ – ୩ରେ ବିଜୟୀ

 

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ ଓଡିଶା ହକି ପୁରୁଷ ଜୁନିୟର ବିଶ୍ୱକପରେ ଆର୍ଜେଣ୍ଟିନା ଓ ଫ୍ରାନ୍ସ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍: ଆର୍ଜେଣ୍ଟିନା ୩ – ୧ରେ ବିଜୟୀ