ଓଡ଼ିଶା: ଆଜିର ଫଟୋ ( ଏପ୍ରିଲ ୪, ୨୦୨୩ )

ଭୁବନେଶ୍ୱର ମାର୍କେଟ ବିଲଡିଂରେ ଉଠା ଦୋକାନୀ ଓ ମାର୍କେଟ ବିଲଡିଂ ଦୋକାନୀଙ୍କ ମଧ୍ୟରେ ପାଟି ତୁଣ୍ଡ ଯୋଗୁ ଉଠା ଦୋକାନୀଙ୍କୁ ହଟାଇବା ପାଇଁ ଦୋକାନ ବନ୍ଦ

 

 

ଚୈତ୍ର ମାସ ଶେଷ ମଙ୍ଗଳବାର ଭୁବନେଶ୍ୱର ୟୁନିଟ-୩ ରେ ମହିଳାମାନେ ମା ମଙ୍ଗଳାଙ୍କୁ ପୂଜା କରୁଛନ୍ତି

 

 

କୃଷକ ସାଥୀ ମାନଙ୍କୁ ସର୍ବନିମ୍ନ ବେତନ ଓ ସାମାଜିକ ସୁରକ୍ଷା ଦାବିରେ ଓଡିଶା ରାଜ୍ୟ କୃଷକ ସାଥୀ ସଂଘର ଭୁବନେଶ୍ୱର ପିଏମଜିରେ ଧାରଣା

 

 

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୦୦ତମ ଶ୍ରାଦ୍ଧ ଉତ୍ସବରେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଉଇ ଫର ଭୁବନେଶ୍ୱର ପକ୍ଷରୁ କଳିଙ୍ଗ ହସ୍ପିଟାଲ ଛକଠାରେ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?