ଓଡ଼ିଶା: ଆଜିର ଫଟୋ (ଅକ୍ଟୋବର ୪, ୨୦୨୨)

ଭୁବନେଶ୍ୱର ବମିଖାଲ ପୂଜା ମଣ୍ଡପରେ ବର୍ଷା ସତ୍ତ୍ୱେ ନବମୀ ପୂଜା ଦେଖିବାକୁ ଭକ୍ତଙ୍କ ଭିଡ଼

 

 

 ନବମୀ ପୂଜା ଅବସରରେ ଝଲସୁଛି ଭୁବନେଶ୍ୱର ସ୍ଥିତ ରସୁଲଗଡ ପୂଜା ମଣ୍ଡପ

 

 ଭୁବନେଶ୍ୱର ଝାରପଡ଼ା ପୂଜା ମଣ୍ଡପରେ ନବମୀ ପୂଜା ଦେଖିବାକୁ ଭକ୍ତଙ୍କ ଭିଡ଼

 

କଟକ ଶାରଳା ଭବନରେ ଦୈନିକ ଖବର କାଗଜ ‘ସମାଜ’ର ୧୦୩ତମ ସ୍ଵନକ୍ଷତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?