ଓଡ଼ିଶା: ଆଜିର ଫଟୋ ( ଅକ୍ଟୋବର ୪, ୨୦୨୩ )

ଭୁବନେଶ୍ୱର ୟୁନିଟ-୧ ହାଟ ଧର୍ମଘଟ ପରେ ଆଜିଠୁ ଖୋଲିଲା

 

 

ଭୁବନେଶ୍ୱର ୟୁନିଟ୍- ୬ ରାଜଧାନୀ ସରକାରୀ ଉଚ୍ଚ ବିଦ୍ୟାଳୟରୁ ଛୁଟି ପରେ ଛାତ୍ରୀଛାତ୍ରମାନେ ଘରକୁ ଫେରୁଛନ୍ତି

 

 

କଟକ ଖାନନଗର ପୂଜା ମଣ୍ଡପ ପକ୍ଷରୁ ନିର୍ମାଣଧିନ ତୋରଣ

 

 

କଟକ ରାଣୀହାଟ ପୂଜା ମଣ୍ଡପରେ ମା ଦୁର୍ଗାଙ୍କ ମୁର୍ମୟୀ ପ୍ରତିମା ଗଢୁଥିବା ଶିଳ୍ପୀ

 

 

କଟକ ଗଣେଶ ଘାଟ ରୋଡ ଓ ବକ୍ସି ବଜାର ଛକ ରାସ୍ତାର ଦୁରାବସ୍ଥା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?