ଓଡ଼ିଶା: ଆଜିର ଫଟୋ (ସେପ୍ଟେମ୍ବର ୪, ୨୦୨୨)

ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ସ୍କୁଲରେ ଜୁନିଅର ବେଲ୍ଟ ଟେଷ୍ଟରେ ଉତ୍ତୀର୍ଣ୍ଣ ହୋଇଥିବା କରାଟେ ଛାତ୍ରୀଛାତ୍ର

 

 

ଭୁବନେଶ୍ୱର ସ୍ଥିତ ପୋଲିସ ଭବନରେ କମିଶନରେଟ ପୋଲିସ ପକ୍ଷରୁ ‘ଆତ୍ମହତ୍ୟା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି’ ସମ୍ପର୍କିତ ଆୟୋଜିତ ସ୍ୱତନ୍ତ୍ର କର୍ମଶାଳାରେ ଡିଜିପି, ପୋଲିସ କମିଶନରଙ୍କ ସମେତ ଉପସ୍ଥିତ ଅନ୍ୟ ଅତିଥିମାନେ

 

  ଭୁବନେଶ୍ୱର କଟକ ରୋଡ ତେରପନ୍ଥ ଭବନରେ ଶାନ୍ତିପ୍ରିୟାପଟ୍ଟନାୟକଙ୍କ ପ୍ରଥମ ଶ୍ରାଦ୍ଧ ଓ ସ୍ମୃତି ଦିବସ ପାଳନ ଅବସରରେ ଅତିଥି ମାନେ ଉନ୍ମୋଚନ କରୁଛନ୍ତି ‘ସ୍ମୃତିରେ ଶାନ୍ତି’ ପୁସ୍ତକ

 

  ଭୁବନେଶ୍ୱର ସ୍ଥିତ ଲୋହିଆ ଆକାଡ଼େମୀରେ ‘ଓଡ଼ିଶା ମା’ର ଶୁଭଚିନ୍ତକ ମାନେ’ ଦ୍ୱାରା ଆୟୋଜିତ ଓଡ଼ିଶାରେ ବିକଳ୍ପ ଆଞ୍ଚଳିକ ସଂଗଠନ ବିଷୟରେ ଆଲୋଚନା ଚକ୍ର

 

କଟକ ସ୍ଥିତ ଶ୍ରୀରାମଚନ୍ଦ୍ର ଭବନରେ ଓଡ଼ିଆ ଗବେଷଣା ପରିଷଦର ବାର୍ଷିକ ଉତ୍ସବରେ ପୁସ୍ତକ ଉନ୍ମୋଚନ କରୁଛନ୍ତି ଅତିଥି ଗଣ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

ବୁଧବାର ରବୀନ୍ଦ୍ର ମଣ୍ଡପରେ ହୃଦୟ ସଂଗଠନ ପକ୍ଷରୁ ସେକ୍ସପିୟରଙ୍କ ନାଟକ ପରିବେଷଣ   📲 Follow Dharitri – Odisha’s No.1 Odia Daily 📰✨

ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

ଭୁବନେଶ୍ୱର ଗାନ୍ଧୀମାର୍ଗରେ ଅଗଷ୍ଟ ୧୫ ପାଇଁ ପରେଡ୍‌ ରିହର୍ସାଲ୍‌       କଟକ ବାରବାଟୀ ଷ୍ଟାଡିୟମରେ ସ୍ୱାଧୀନତା ଦିବସ ପାଳନର ଅବ୍ୟବହିତ ପୂର୍ବରୁ ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri