ଓଡ଼ିଶା: ଆଜିର ଫଟୋ ( ଅଗଷ୍ଟ ୫, ୨୦୨୦)

ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନରେ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ଭୁବନେଶ୍ୱରର ବିଭିନ୍ନ ଟ୍ରାଫିକ ପୋଷ୍ଟରେ ଏକ ମିନିଟ  ନୀରବ ପ୍ରାର୍ଥନା କରାଯାଉଛି

କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପରିସରରେ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଉଛି

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ

ଏକ ମିନିଟର ନୀରବ ପ୍ରାର୍ଥନା

ପଣ୍ଡିତ ନୀଳକଣ୍ଠ ଦାସଙ୍କ ୧୩୬ତମ ଜନ୍ମ ଦିବସରେ ବାଚସ୍ପତି ସୂର୍ଯ୍ୟନାରୟଣ ପାତ୍ରଙ୍କ ସହ ଅନ୍ୟମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି

ବର୍ଷା ଦେଖି ଖୋଜା ପଡିଲା : କଟକ ନିମଚୌଡି ରାସ୍ତା ପାର୍ଶ୍ୱରେ ଚାଲିଛି

ଛତା ମରାମତି

କଟକ କଚେରୀ ରୋଡରେ ଗ୍ରାହକଙ୍କ ଅପେକ୍ଷାରେ ମାସ୍କ ବିକ୍ରେତା

ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ଭୂମି ପୂଜନ ଅବସରରେ କଟକ କାଠଗଡ଼ା ସାହିରେ ଦ୍ବୀପ ପ୍ରଜ୍ବଳନ

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ସିନେ କ୍ରିଟିକ୍ସ ଆସୋସିଏସନ୍ ପକ୍ଷରୁ ‘ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ’ କାର୍ଯ୍ୟକ୍ରମ     📲 Follow Dharitri – Odisha’s No.1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri