ଓଡିଶା: ଆଜିର ଫଟୋ ( ଜୁଲାଇ ୬ , ୨୦୨୨)

 ପୁରୀ ଶରଧାବାଲିରେ ରଥକୁ ଦକ୍ଷିଣମୋଡ଼ କରାଯାଇଛି

 

 

କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ସମ୍ମିଳନୀ କକ୍ଷରେ ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ପୁସ୍ତକକୁ ଉନ୍ମୋଚନ କରୁଛନ୍ତି ମନ୍ତ୍ରୀ ସମୀର ରଞ୍ଜନ ଦାଶ

 

 

କଟକ ତୁଳସୀପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ମାଟ୍ରିକ ପରୀକ୍ଷା ଫଳ ପ୍ରକଶ ପାଇବା ପରେ ଖୁସି ମନାଉଛନ୍ତି କୄତୀ ଛାତ୍ରୀଛାତ୍ର

 

ମାଟ୍ରିକ ପରୀକ୍ଷା ଫଳ ପ୍ରକାଶନ ପରେ ଭୁବନେଶ୍ୱର ୟୁନିଟ-୩ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଖୁସି ମନାଉଛନ୍ତି ଛାତ୍ରୀଛାତ୍ର


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

ଶିପି କୁମ୍ଭାର ସାହି ଅଞ୍ଚଳରେ ଖୁଦୁରୁକୁଣୀ ମୂର୍ମୟୀ ପ୍ରତିମାଙ୍କୁ ରଙ୍ଗତୁଳିରେ ରୂପରେଖ ଦେଉଛନ୍ତି ଶିଳ୍ପୀ ଶନିବାର କଳିଙ୍ଗ ଷ୍ଟାଡିୟମରେ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ସିଲଭର ମିଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri