ଓଡ଼ିଶା: ଆଜିର ଫଟୋ ( ଜୁଲାଇ ୬, ୨୦୨୩ )

କଟକ ରାଣୀହାଟ ରାସ୍ତା ପାର୍ଶ୍ୱରେ ଛତା ମରାମତି କରୁଛନ୍ତି ଦୋକାନୀ

କଟକ ମାଲଗୋଦାମ ତାଳଦଣ୍ଡା କେନାଲ ପାର୍ଶ୍ୱରେ ସିଏମସି ପକ୍ଷରୁ ନିର୍ମିତ ପରିବା ହାଟର ଛାତ ଉପରେ ଗଛ ଭାଙ୍ଗି ବିପଦ ଶଙ୍କୁଳ ଅବସ୍ଥାରେ ପଡ଼ି ରହିଛି

କଟକ ସ୍ଥିତ ଆଚାର୍ଯ୍ୟ ହରିହର ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ ଅଫ କ୍ୟାନସର ପରିସରରେ ବିଭିନ୍ନ ଦାବି ନେଇ ଚୁକ୍ତିଭିତ୍ତିକ ପାରା ମେଡିକାଲ ଷ୍ଟାଫ ଏବଂ ନର୍ସିଙ୍ଗ ଷ୍ଟାଫଙ୍କ ଆନ୍ଦୋଳନ

କଟକ ତାଳଦଣ୍ଡା କେନାଲର ସୌନ୍ଦର୍ଯ୍ୟକରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରାଯାଉଥିବା ବେଳେ ଛତରା ବଜାର ପରିବା ମାର୍କେଟରେ ତାଳଦଣ୍ଡା କେନାଲ ମଧ୍ୟକୁ ଅଳିଆ ଆବର୍ଜନା ପକାଯାଉଥିବାରୁ ସୌନ୍ଦର୍ଯ୍ୟ ନଷ୍ଟ ହେଉଛି

ବିଏମସି ତରଫରୁ ବଡ଼ଗଡ଼ କେନାଲ ସଫେଇ କାର୍ଯ୍ୟ ଚାଲୁଛି

 

ଭୁବନେଶ୍ୱର ସ୍ଥିତ କଳାରାହାଙ୍ଗରେ ବେଆଇନ ଘରକୁ ବିଡିଏ ପକ୍ଷରୁ ଉଚ୍ଛେଦ କରାଯାଉଛି

 

ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ପ୍ରଥମ ଯୁକ୍ତ ଦୁଇ ମେରିଟ ତାଲିକା ପ୍ରକାଶିତ

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୩୦ ଡିସେମ୍ବର, ୨୦୨୫ )

କଟକ ବାଙ୍କା ବଜାରସ୍ଥିତ ଜନତା ରଙ୍ଗମଞ୍ଚରେ ହାସ୍ୟରସାତ୍ମକ ନାଟକ “ପୁନେଇଁ ଖିଆ” ପରିବେଷିତ       ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଦେବଦାସୀ ଅନ୍ତର୍ଜାତୀୟ ନୃତ୍ୟ...

ଓଡ଼ିଶା: ଆଜିର ଫଟୋ ( ୨୮ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଜିକେସିଏମ୍ ଓଡିଶୀ ଗବେଷଣା କେନ୍ଦ୍ର ଏବଂ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ଆନୁକୂଲ୍ୟରେ ଆୟୋଜିତ ଆନ୍ତର୍ଜାତୀୟ...

ଓଡ଼ିଶା: ଆଜିର ଫଟୋ ( ୨୬ ଡିସେମ୍ବର, ୨୦୨୫ )

  ଶୁକ୍ରବାର ରବୀନ୍ଦ୍ର ମଣ୍ଡପରେ GKCM ଓଡିଶୀ ଗବେଷଣା କେନ୍ଦ୍ର ଏବଂ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ସହଯୋଗରେ ଆନ୍ତର୍ଜାତୀୟ...

ଓଡ଼ିଶା: ଆଜିର ଫଟୋ ( ୨୫ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ସତ୍ୟନଗର ଚର୍ଚ୍ଚରେ ଯୀଶୁ ଧରଣୀ ପୃଷ୍ଠରେ ଅବତରଣ କରିବା ପରେ ଉତ୍ସବ       ପୁରୀ ହରଚଣ୍ଡୀ ସାହି ସରସ୍ୱତୀ ଶିଶୁମନ୍ଦିରର ବାର୍ଷିକ...

ଓଡ଼ିଶା: ଆଜିର ଫଟୋ ( ୨୪ ଡିସେମ୍ବର, ୨୦୨୫ )

ପୁରୀ ବେଳାଭୂମିରେ ଖ୍ରୀଷ୍ଟମାସ୍ ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଟନ୍ ସେଓ ବ୍ୟବହାର କରି ବିଶ୍ୱର ସବୁଠାରୁ ବଡ଼ ସାଣ୍ଟା କ୍ଲଜ୍ ମୂର୍ତ୍ତି...

ଓଡ଼ିଶା: ଆଜିର ଫଟୋ ( ୨୩ ଡିସେମ୍ବର, ୨୦୨୫ )

କଟକ ଜେ.ଏନ୍. ଇଣ୍ଡୋର ଷ୍ଟାଡିୟମରେ ଗଣ୍ଡରପୁର ଏଲ.ଆର୍. ଡି.ଏ.ଭି. ପବ୍ଲିକ୍ ସ୍କୁଲର ବାର୍ଷିକ ସାଂସ୍କୃତିକ କାର୍ଯ୍ୟକ୍ରମ       ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ସାଂସ୍କୃତିକ...

ଓଡ଼ିଶା: ଆଜିର ଫଟୋ (୨୨ ଡିସେମ୍ବର, ୨୦୨୫ )

‘କଳାକୁଞ୍ଜ’ ମହୋତ୍ସବ ଶ୍ରୀରାଧା କଳାକୁଞ୍ଜ ଟ୍ରଷ୍ଟଙ୍କ ଆୟୋଜନରେ ଜିକେସିଏମ୍ ଓଡ଼ିଶୀ ଗବେଷଣା କେନ୍ଦ୍ରରେ  ଅନୁଷ୍ଠିତ ହୋଇଯାଇଛି 

ଓଡ଼ିଶା: ଆଜିର ଫଟୋ (୨୧ ଡିସେମ୍ବର, ୨୦୨୫ )

ଓଡ଼ିଶା କେନେଲ୍ କ୍ଲବ୍ ପକ୍ଷରୁ ରବିବାର OUAT ପଶୁଚିକିତ୍ସା ମହାବିଦ୍ୟାଳୟ ମଇଦାନରେ କୁକୁର ପ୍ରଦର୍ଶନୀ ଆୟୋଜିତ

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri