ଓଡ଼ିଶା: ଆଜିର ଫଟୋ ( ମେ ୭, ୨୦୨୧ )

କଟକ ଚାଉଲିଆଗଞ୍ଜ ଖେଳ ପଡିଆରେ ଚାଲିଥିବା ଏକ ଅସ୍ଥାୟୀ ପନିପରିବା ବଜାର

 

ଆଗକୁ ୨ ଦିନ ଶଟଡାଉନ ହେବାକୁଥିବାରୁ ଭୁବନେଶ୍ୱର ୟୁନିଟ-୧ ହାଟରେ ଲୋକଙ୍କ ପ୍ରବଳ ଭିଡ

 

ଲକଡାଉନ୍ ଦିନ ୩ରେ ଭୁବନେଶ୍ୱର ରାଜମହଲ ଛକର ଦୃଶ୍ୟ

 

ଜନପଥରେ ବିଏମ୍‌ସି ପକ୍ଷରୁ ଚାରାଗଛ ରୋପଣ କରାଯାଉଛି

 

ଲକଡାଉନ୍ ଦିନ ୩ରେ କଟକ ବାଦାମବାଡ଼ି ଦୃଶ୍ୟ

 

ଭୁବନେଶ୍ୱରରେ ବର୍ଷା ଯୋଗୁଁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?