ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୫ )

କଟକ ଚୌଧୁରୀ ବଜାର ପୂଜା ମଣ୍ଡପରେ ଦୋଳ ବିମାନରେ ରୁପା ଅଳଙ୍କାର ଖଚିତ କରାଯାଉଛି

ଓଡିଶା ହାଇକୋର୍ଟରେ ଅନୁଷ୍ଠିତ ପ୍ରଥମ ଜାତୀୟ ଲୋକ ଅଦାଲତ

ବ୍ରହ୍ମପୁରସ୍ଥିତ ବିବେକ ବିହାର ଠାରେ ମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତିର ଶୁଭାରମ୍ଭ କରିଛନ୍ତି

ବ୍ରହ୍ମପୁର ରେଳଷ୍ଟେସନ ଠାରୁ ଅଯୋଧ୍ୟା-ବାରଣାସୀ ଅଭିମୁଖେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଟ୍ରେନର ଶୁଭାରମ୍ଭ କରୁଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଅନ୍ୟମାନେ

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବିଭିନ୍ନ ସମସ୍ୟାକୁ ନେଇ ଉତ୍କଳ ମହିଳା ସମିତି ପକ୍ଷରୁ ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକରେ ବିକ୍ଷୋଭ

  ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭୁବନେଶ୍ୱରରେ ମହିଳାଙ୍କ ମୁହଁରେ କଳା କପଡ଼ା ବାନ୍ଧି କଳାଦିବସ ପାଳୁଥିବା ବେଳେ ଉପସ୍ଥିତ ଅଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ ଅନ୍ୟ ନେତୃବୃନ୍ଦ

  ଭୁବନେଶ୍ୱରସ୍ଥିତ ରବିନ୍ଦ୍ରମଣ୍ଡପରେ ଭୁବନେଶ୍ୱର ମ୍ୟୁଜିକ ସର୍କଲ ଅନୁକୁଲ୍ୟରେ ସୁଫିଆନା ଏବଂ ଅନ୍ୟ ସାଂସ୍କୃତିକ ସଙ୍ଗୀତ ସମାରୋହ ଆୟୋଜିତ

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଛାତ୍ର କଂଗ୍ରେସ ପକ୍ଷରୁ ଭୁବନେଶ୍ୱରସ୍ଥିତ ମହାତ୍ମା ଗାନ୍ଧୀ ମାର୍ଗରେ ମଶାଲ ଶୋଭାଯାତ୍ରା

ଭୁବନେଶ୍ୱରସ୍ଥିତ ଭଞ୍ଜ କଳାମଣ୍ଡପରେ ଅରୋହଣର ୩୩ତମ ନିଖିଳ ଉତ୍କଳ ନାଟ୍ୟ ଉତ୍ସବରେ ନାଟକ ‘କଣ୍ଢେଇ ଖେଳ’ର ଦୃଶ୍ୟ

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପୁରୀ ସହରରେ The Bell ପକ୍ଷରୁ ଅନୁଷ୍ଠିତ ରକ୍ତଦାନ ଓ ଚକ୍ଷୁଦାନ ଶିବିର


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?