ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ, ଅପରାହ୍ନରୁ ଦର୍ଶନ ବନ୍ଦ

ପୁରୀ ଅଫିସ,୮।୭: ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଓ ଶନିବାର ବାହୁଡ଼ା ଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି । ହେଲେ ସା ଦର୍ଶନ ସନ୍ଧ୍ୟାରେ ନ ହୋଇ ଅପରାହ୍ନ ୪ଟା ସୁଦ୍ଧା ଶେଷ ହେବ ବୋଲି ପ୍ରଶାସନ ଘୋଷଣା ପକ୍ଷରୁ କରାଯାଇଛି।ଅପରାହ୍ନ ୪ଟାରୁ ଭକ୍ତ ଆଉ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ। ପ୍ରଶାସନର ଏହି ନିଷ୍ପତ୍ତିକୁ ତୀବ୍ର ବିରୋଧ କରୁଛନ୍ତି ଭକ୍ତ । ସା ବେଳେ ହିଁ ସା ଦର୍ଶନ କରାଯାଏ । କିନ୍ତୁ ୪ଟାରେ ଦର୍ଶନ ବନ୍ଦ ହେଲେ ହଜାର ହଜାର ଭକ୍ତ ଦର୍ଶନରୁ ବଞ୍ଚିତ ହେବେ ବୋଲି ସେବାୟତ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?