କ୍ୟୁବା ରାଷ୍ଟ୍ରପତିଙ୍କୁ ଭେଟିଲେ ଇବ୍ରାହିମ ରଇସି; କହିଲେ ‘ଦୁଇ ଦେଶ ଏକାଠି ଆମେରିକାର ସାମ୍ରାଜ୍ୟବାଦୀ ନୀତିକୁ ସମ୍ମୁଖୀନ କରିବୁ’

ହବାନା,୧୬।୬: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି କ୍ୟୁବାର ରାଷ୍ଟ୍ରପତି ମିଗୁଏଲ ଡିଆଜ-କାନେଲଙ୍କୁ ସାକ୍ଷାତ କରିଛନ୍ତି। କ୍ୟୁବାର ରାଜଧାନୀ ହବାନାରେ ସେମାନେ ପରସ୍ପରକୁ ଭେଟିଛନ୍ତି। ସାକ୍ଷାତକାରେ ଉଭୟ ନେତା ଆମେରିକା ଉପରେ ବର୍ଷିଛନ୍ତି। କ୍ୟୁବା ରାଷ୍ଟ୍ରପତି ମିଗୁଏଲ କହିଛନ୍ତି, ଉଭୟ ଦେଶ ଦୃଢ ପ୍ରତିରୋଧ, ପ୍ରତିବନ୍ଧକ, ଚାପ, ଧମକ, ଅବରୋଧ ଏବଂ ଆମେରିକାର ସାମ୍ରାଜ୍ୟବାଦର ସମ୍ମୁଖୀନ ହୋଇଛନ୍ତି। ଇରାନ ରାଷ୍ଟ୍ରପତିଙ୍କ କ୍ୟୁବା ଗସ୍ତରେ ବହୁ ଚୁକ୍ତିନାମା ସ୍ବାକ୍ଷାରିତ ହୋଇଛି। ଦୁଇ ଦେଶ ମଧ୍ୟରେ ସୀମା ଶୁଳ୍କ, ଟେଲି ଯୋଗାଯୋଗ ଅନେକ ଚୁକ୍ତିନାମା ହୋଇଥିଲା।

ସୂଚନାଯୋଗ୍ୟ, ଆମେରିକା ଏହସ ଦୁଇ ଦେଶ ଉପରେ ଅନେକ ପ୍ରତିବନ୍ଧକ ଲଗାଇଛି। ଏଥିସହ ଦୁଇ ଦେଶ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଆମେରିକା ଅଭିଯୋଗ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ୩୩ତମ ସର୍ବୋଚ୍ଚ ବିଦେଶୀ ସମ୍ମାନ; ସ୍ଲୋଭାକିଆ ରାଷ୍ଟ୍ରପତି ଦେଲେ ‘ଦି ଅର୍ଡର ଅଫ ଦି ହ୍ବାଇଟ ଡବଲ କ୍ରସ’

ବ୍ରାଟିସଲାଭା,୧୬।୬: ପ୍ରଧାନମନ୍ତ୍ରୀ ମୋଦି ବର୍ତ୍ତମାନ ବିଦେଶ ଗସ୍ତରେ ଅଛନ୍ତି। ପୁଣିଥରେ ତାଙ୍କୁ ଏକ ମର୍ଯ୍ୟାଦାଜନକ ବିଦେଶୀ ସମ୍ମାନରେ ସମ୍ମାନିତ କରାଯାଇଛି। ସ୍ଲୋଭାକିଆ ରାଷ୍ଟ୍ରପତି ପିଟର ପେଲେଗ୍ରୀନି ପ୍ରଧାନମନ୍ତ୍ରୀ…

ଡୋନାଲ୍ଡ ଟ୍ରମ୍ପଙ୍କୁ ନାଲି ଆଖି ଦେଖାଉଛନ୍ତି ନେତାନ୍ୟାହୁ ! ଶାନ୍ତି ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରି କହିଲେ -‘ଯେପର୍ଯ୍ୟନ୍ତ ମୁଁ ପ୍ରଧାନମନ୍ତ୍ରୀ…’

ଜେରୁଜେଲମ,୧୬।୬: ଦୀର୍ଘ ଆଲୋଚନା ପରେ, ଆମେରିକା ଏବଂ ଇରାନ ଏକ ଶାନ୍ତି ଚୁକ୍ତିନାମା ଘୋଷଣା କରିଥିଲେ। ତଥାପି, ଇସ୍ରାଏଲ ଆମେରିକା-ଇରାନ ଚୁକ୍ତିନାମାରେ ଗଭୀର ଅସନ୍ତୁଷ୍ଟ ଥିବା ପରି…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri