Posted inଖେଳ

ମିଳିମିଶି କଂଗ୍ରେସ ଆଦର୍ଶକୁ ଆହୁରି ମଜଭୁତ କରିବୁ: ସଚିନ ପାଇଲଟ

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ରବିବାର ନୂତନ କାର୍ଯ୍ୟ କମିଟି (ସିଡବ୍ଲୁସି) ଗଠନ କରିଛି। ରାଜସ୍ଥାନ କଂଗ୍ରେସର ପୂର୍ବତନ ସଭାପତି ସଚିନ ପାଇଲଟଙ୍କୁ ମଧ୍ୟ ସିଡବ୍ଲୁସିରେ ସ୍ଥାନ ଦିଆଯାଇଛି। ପାଇଲଟ ଟୁଇଟ କରି ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ କୃତଜ୍ଞତା ଜଣାଇଛନ୍ତି। ଦଳ କାର୍ଯ୍ୟ କମିଟି ପାଇଁ ମନୋନୀତ ହୋଇଥିବା ୩୯ ଜଣଙ୍କ ତାଲିକାରେ ସଚିନ ପାଇଲଟଙ୍କ ନାମ ସାମିଲ ହୋଇଛି।
କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ର ସଦସ୍ୟ ହୋଇଥିବାରୁ ମୁଁ ସମ୍ମାନିତ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ସିପିପି ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ କୃତଜ୍ଞତା ଜଣାଉଛି। ଆମେ ସମସ୍ତେ କଂଗ୍ରେସର ରୀତିନୀତି ଏବଂ ଆଦର୍ଶକୁ ମଜଭୁତ କରିବୁ ଏବଂ ଏହାକୁ ଲୋକଙ୍କ ନିକଟରେ ପହଞ୍ଚାଇବୁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri