ପ୍ରଥମଥର ଲାଗି ଟୋକିଓରେ ସର୍ବାଧିକ କରୋନା ପଜିଟିଭ ଚିହ୍ନଟ

ଟୋକିଓ,୫ ।୮: ଜାପାନର ରାଜଧାନୀ ଟୋକିଓ ଏବେ ଖୁବ୍ ଚର୍ଚ୍ଚାରେ । ସେଠି ଅନୁଷ୍ଠିତ ହେଉଛି ଅଲିମ୍ପିକ୍ସ ୨୦୨୦ । ଗୋଟିଏ ପଟେ କରୋନା ଭୟକୁ ଅନ୍ୟପଟେ ଗତବର୍ଷ ବାତିଲ ହୋଇଥିବା ଅଲିମ୍ପିକ୍ସର ମଜା । ଏପଟେ କିନ୍ତୁ ରାଜଧାନୀ ଟୋକିଓରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପ୍ରଥମଥର ପାଇଁ ରାଜଧାନୀରେ ୫୦୪୨ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଏହାକୁ ମିଶାଇ ଟୋକିଓରେ ସଂକ୍ରମିତଙ୍କ ସଂଖ୍ୟା ଛୁଇଁଛି ୨,୩୬,୧୩୮ । ସୂଚନାଯୋଗ୍ୟ, ଟୋକିଓରେ ଜୁଲାଇ ମାସରୁ ଜରୁରୀକାଳିନ ପରିସ୍ଥିତି ଘୋଷଣା କରାଯାଇଛି । ଅନ୍ୟପଟେ ଜାପାନରେ ବୁଧବାର ୧୪,୦୦୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଜାପାନରେ ଏବେସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୯,୭୦,୦୦୦ରେ ପହଞ୍ଚିଲାଣି ।

 


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ଆସ ମାସିକ ୧୦ ହଜାର ରୁବେଲ ଆର୍ଥିକ ସହାୟତା ନିଅ, ୟୁକ୍ରେନ୍‌ବାସୀଙ୍କ ପାଇଁ ପୁଟିନ୍‌ଙ୍କ ଘୋଷଣା…

ମସ୍କୋ, ୨୭।୮ : ୟୁକ୍ରେନବାସୀଙ୍କ ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମୀର ପୁଟିନ୍‌ ଲୋଭନୀୟ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ସେ ୟୁକ୍ରେନବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ଯେ,...

ମ୍ୟାନମାରରେ ହିଂସା ଯୋଗୁ ସ୍ଥିତି ଅସମ୍ଭାଳ: ଜାତିସଂଘ…

ଜେନେଭା,୩୧।୧ : ମ୍ୟାନମାରରେ ସେନା ଦୁଇ ବର୍ଷ ପୂର୍ବେ ସରକାରଙ୍କଠାରୁ କ୍ଷମତା ଦଖଲ କରିଥିଲା। ବର୍ତ୍ତମାନ ମିଳିତ ଜାତିସଂଘର ମୁଖ୍ୟ ଆଣ୍ଟୋନିଓ ଗୁଟେରସ ଦେଶର ଲୋକଙ୍କ...

୪ ଦିନରେ ୪୧ ବିଦେଶ ଫେରନ୍ତା କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୨୮।୧୨ : ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ ମଙ୍ଗଳବାର ତୁଳନାରେ ବୁଧବାର ଆକ୍ରାନ୍ତଙ୍କ ସଂଖ୍ୟାରେ...

ସମୁଦ୍ର ତଳୁ ବି ମିଶାଇଲ ଆକ୍ରମଣ କରିପାରେ ଚାଇନା, ଟାର୍ଗେଟରେ ଆମେରିକା, ଭାରତ

ବେଜିଂ,୧ ।୮: ଚାଇନା ଲୁଚିଛପି ଦୀର୍ଘ ଓ ସ୍ୱଳ୍ପ ଦୂରଗାମୀ ପାରମ୍ପରିକ ମିଶାଇଲର ଷ୍ଟକ ବୃଦ୍ଧି କରିବାରେ ଲାଗିପଡିଛି । ଆମେରକିା ବିଶେଷଜ୍ଞଙ୍କ ଏକ ରିପୋର୍ଟ...

୨ ବିମାନ ମଧ୍ୟରେ ଧକ୍କା

ବୋଷ୍ଟନ,୭।୩: ଯୁକ୍ତରାଷ୍ଟ୍ରର ବୋଷ୍ଟନ ଲୋଗାନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦୁଇଟି ୟୁନାଇଟେଡ୍‌ ଏୟାରଲାଇନ୍ସର ବିମାନ ମଧ୍ୟରୋ ଧକ୍କା ହୋଇଛି। ସିଏନ୍‌ଏନ୍‌ ଫେଡେରାଲ ଆଭିଏଶନ ଆଡ୍‌ମିନିଷ୍ଟ୍ରେଶନ (ଏଫ୍‌ଏଏ)କୁ ଦର୍ଶାଇ...

ବିବାହର ୭୧ ବର୍ଷ ପରେ ଏକାଠି ହେଲା ପତ୍ନୀପତିଙ୍କ ମୃତ୍ୟୁ

ବର୍ଲିନ,୧୮।୭: ଜର୍ମାନୀରେ ରହୁଥିବା ଜଣେ ବୃଦ୍ଧ ଦମ୍ପତିଙ୍କ ପ୍ରେମ କାହାଣୀ ଏବେ ଖବର ପାଲଟି ଯାଇଛି। ଦୀର୍ଘ ୭୧ ବର୍ଷର ବୈବାହିକ ଜୀବନ ଅତିବାହିତ କରିବା...

ପଶ୍ଚିମବଙ୍ଗରେ ପ୍ରତି ସପ୍ତାହରେ ୨ଦିନ ହେବ ପୂର୍ଣ୍ଣ ଲକ୍‌ଡାଉନ

କୋଲକାତା,୨୦।୭: କରୋନା ଭାଇରସ୍‌ ସଂକ୍ରମଣ ସାରା ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପଶ୍ଚିମବଙ୍ଗରେ ମହାମାରୀ କରୋନା ଭୟାବହ ରୂପ ନେବାରେ ଲାଗିଛି। ଏଭଳି ସ୍ଥିତିରେ...

ଜହ୍ନରେ ଭାରତ: ନ୍ୟୁୟର୍କ ଟାଇମ୍ସ ସ୍କୋୟାରରେ ଖୁସି ବାଣ୍ଟିଲେ ଭାରତୀୟ

ଓ୍ବାଶିଂଟନ୍‌,୨୪।୮: ଚନ୍ଦ୍ରରେ ଚହଳ ପକାଇଛି ଭାରତ। ବହୁ ଦିନର ସ୍ବପ୍ନକୁ ସାକାର କରିଛନ୍ତି ୧୪୦କୋଟି ଭାରତୀୟ। ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଚନ୍ଦ୍ରରେ ଇତିହାସ ସୃଷ୍ଟି...

Advertisement
Archives

Model This Week